ଯିଖରୀୟ 13:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 “ହେ ଖଡ୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ପାଳକକୁ ଆଘାତ କର, ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା। Gade chapit laପବିତ୍ର ବାଇବଲ (Re-edited) - (BSI)7 ହେ ଖଡ଼୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ପାଳକକୁ ଆଘାତ କର, ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା। Gade chapit laଓଡିଆ ବାଇବେଲ7 ହେ ଖଡ୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ପାଳକକୁ ଆଘାତ କର,” ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।” Gade chapit laପବିତ୍ର ବାଇବଲ7 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ହେ ଖଡ଼୍ଗ, ଯାଅ! ଏବଂ ମେଷପାଳକ ଆମ୍ଭର ଘନିଷ୍ଟ ବନ୍ଧୁଙ୍କୁ ଆଘାତ କର। ମେଷପାଳକଙ୍କୁ ଆଘାତ କର, ଯେପରି ମେଷପଲ ପଳାୟନ କରିବେ। ଆମ୍ଭେ ଆପଣା ହସ୍ତ ସେହି କ୍ଷୁଦ୍ରମାନଙ୍କ ବିରୁଦ୍ଧରେ ଉଠାଇବା। Gade chapit la |
ପୁଣି ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଅମ୍ମୋନ-ସନ୍ତାନଗଣ ବିଷୟରେ ଓ ସେମାନଙ୍କ ଅପମାନ ବିଷୟରେ ଏହି କଥା କହନ୍ତି; ତୁମ୍ଭେ କୁହ, ଅନ୍ତିମ ଅଧର୍ମ ସମୟରେ ଯେଉଁମାନଙ୍କର ଦିନ ଉପସ୍ଥିତ ହୋଇଅଛି, ଏପରି ଆହତ ଦୁଷ୍ଟ ଲୋକମାନଙ୍କର ଗ୍ରୀବା ଉପରେ ତୁମ୍ଭକୁ ଥୋଇବା ନିମନ୍ତେ ଲୋକମାନେ ତୁମ୍ଭ ପାଇଁ ଅସାର ଦର୍ଶନ ପାଇଲେ ହେଁ ଓ ତୁମ୍ଭ ନିକଟରେ ମିଥ୍ୟା ମନ୍ତ୍ର ପାଠ କଲେ ହେଁ,