ଯିଖରୀୟ 14:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ମନୁଷ୍ୟମାନେ ତହିଁ ମଧ୍ୟରେ ବାସ କରିବେ, ପୁଣି ଅଭିଶାପ ଆଉ ରହିବ ନାହିଁ; ମାତ୍ର ଯିରୂଶାଲମ ନିରାପଦରେ ବାସ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)11 ପୁଣି, ମନୁଷ୍ୟମାନେ ତହିଁ ମଧ୍ୟରେ ବାସ କରିବେ, ପୁଣି ଅଭିଶାପ ଆଉ ନୋହିବ; ମାତ୍ର ଯିରୂଶାଲମ ନିରାପଦରେ ବାସ କରିବ। Gade chapit laଓଡିଆ ବାଇବେଲ11 ପୁଣି, ମନୁଷ୍ୟମାନେ ତହିଁ ମଧ୍ୟରେ ବାସ କରିବେ, ପୁଣି ଅଭିଶାପ ଆଉ ରହିବ ନାହିଁ; ମାତ୍ର ଯିରୂଶାଲମ ନିରାପଦରେ ବାସ କରିବ। Gade chapit laପବିତ୍ର ବାଇବଲ11 ଲୋକମାନେ ଯିବେ ଓ ସେଠାରେ ବାସ କରିବେ। ପୁନର୍ବାର ଯିରୁଶାଲମ ସମ୍ପୂର୍ଣ୍ଣ ଧ୍ୱଂସ ହେବ ନାହିଁ। ଯିରୁଶାଲମ ନିରାପଦ ହେବ। Gade chapit la |