Biblia Todo Logo
Bib sou entènèt

- Piblisite -




ଯିଖରୀୟ 14:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ସେହି ସବୁ ଛାଉଣିରେ ଯେଉଁ ଅଶ୍ୱ, ଖଚର, ଓଟ ଓ ଗଧ ଓ ସବୁ ପ୍ରକାର ପଶୁ ଥିବେ, ସେମାନଙ୍କ ପ୍ରତି ଯେଉଁ ମହାମାରୀ ଘଟିବ, ତାହା ସେହି ମହାମାରୀ ପରି ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି, ସେହିସବୁ ଛାଉଣିରେ ଯେଉଁ ଅଶ୍ଵ, ଖଚର, ଉଷ୍ଟ୍ର ଓ ଗର୍ଦ୍ଦଭ ଓ ସବୁ ପ୍ରକାର ପଶୁ ଥିବେ, ସେମାନଙ୍କ ପ୍ରତି ଯେଉଁ ମାରୀ ଘଟିବ, ତାହା ସେହି ମାରୀ ତୁଲ୍ୟ ହେବ।

Gade chapit la Kopi

ଓଡିଆ ବାଇବେଲ

15 ପୁଣି, ସେହିସବୁ ଛାଉଣିରେ ଯେଉଁ ଅଶ୍ୱ, ଖଚର, ଓଟ ଓ ଗଧ ଓ ସବୁ ପ୍ରକାର ପଶୁ ଥିବେ, ସେମାନଙ୍କ ପ୍ରତି ଯେଉଁ ମହାମାରୀ ଘଟିବ, ତାହା ସେହି ମହାମାରୀ ପରି ହେବ।

Gade chapit la Kopi




ଯିଖରୀୟ 14:15
2 Referans Kwoze  

ଆଉ, ଯେଉଁ ସକଳ ଗୋଷ୍ଠୀ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିଅଛନ୍ତି, ସଦାପ୍ରଭୁ ସେମାନଙ୍କୁ ଯେଉଁ ମହାମାରୀରେ ଆଘାତ କରିବେ, ତାହା ଏହି; ସେମାନେ ଆପଣା ଆପଣା ଚରଣରେ ଠିଆ ହେବା ବେଳେ ସେମାନଙ୍କର ମାଂସ କ୍ଷୟ ପାଇବ ଓ ସେମାନଙ୍କର ଚକ୍ଷୁ ଆପଣା ଆପଣା କୋରଡ଼ରେ କ୍ଷୟ ପାଇବ ଓ ସେମାନଙ୍କ ମୁଖରେ ସେମାନଙ୍କର ଜିହ୍ୱା କ୍ଷୟ ପାଇବ।


ଆଉ, ମିସରର ଗୋଷ୍ଠୀ ଯଦି ନ ଆସେ, ତେବେ ସେମାନଙ୍କ ଉପରେ ଜଳ ବୃଷ୍ଟି ହେବ ନାହିଁ; ଯେଉଁ ଗୋଷ୍ଠୀଗଣ ପତ୍ରକୁଟୀର ପର୍ବ ପାଳନ କରିବା ପାଇଁ ଆସିବେ ନାହିଁ, ସେମାନଙ୍କୁ ସଦାପ୍ରଭୁ ମହାମାରୀରେ ଆଘାତ କରିବେ।


Swiv nou:

Piblisite


Piblisite