Biblia Todo Logo
Bib sou entènèt

- Piblisite -




ଯିଖରୀୟ 14:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏହା ମିସରର ଦଣ୍ଡ ହେବ ଓ ଯେଉଁସବୁ ଗୋଷ୍ଠୀ ପତ୍ରକୁଟୀର ପର୍ବ ପାଳନ କରିବାକୁ ଆସିବେ ନାହିଁ, ସେମାନଙ୍କ ପ୍ରତି ଏହି ଦଣ୍ଡ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଏହା ମିସରର ଦଣ୍ତ ହେବ ଓ ଯେଉଁସବୁ ଗୋଷ୍ଠୀ ପତ୍ର-କୁଟୀର ପର୍ବ ପାଳନ କରିବାକୁ ଆସିବେ ନାହିଁ, ସେମାନଙ୍କ ପ୍ରତି ଏହି ଦଣ୍ତ ହେବ।

Gade chapit la Kopi

ଓଡିଆ ବାଇବେଲ

19 ଏହା ମିସରର ଦଣ୍ଡ ହେବ ଓ ଯେଉଁସବୁ ଗୋଷ୍ଠୀ ପତ୍ରକୁଟୀର ପର୍ବ ପାଳନ କରିବାକୁ ଆସିବେ ନାହିଁ, ସେମାନଙ୍କ ପ୍ରତି ଏହି ଦଣ୍ଡ ହେବ।

Gade chapit la Kopi

ପବିତ୍ର ବାଇବଲ

19 ତାହା ମିଶରର ପାପ ହେବ ଏବଂ ପ୍ରତ୍ୟେକ ଦେଶର ପାପ, ଯେଉଁମାନେ ଯାଆନ୍ତି ନାହିଁ ଓ ପତ୍ରକୂଟୀର ପର୍ବ ପାଳନ କରନ୍ତି ନାହିଁ।

Gade chapit la Kopi




ଯିଖରୀୟ 14:19
5 Referans Kwoze  

ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ।


ଆଉ, ମିସରର ଗୋଷ୍ଠୀ ଯଦି ନ ଆସେ, ତେବେ ସେମାନଙ୍କ ଉପରେ ଜଳ ବୃଷ୍ଟି ହେବ ନାହିଁ; ଯେଉଁ ଗୋଷ୍ଠୀଗଣ ପତ୍ରକୁଟୀର ପର୍ବ ପାଳନ କରିବା ପାଇଁ ଆସିବେ ନାହିଁ, ସେମାନଙ୍କୁ ସଦାପ୍ରଭୁ ମହାମାରୀରେ ଆଘାତ କରିବେ।


ସେହି ଦିନ ଅଶ୍ୱଗଣର ଘଣ୍ଟି ଏହି କଥା କହିବ, “ସଦାପ୍ରଭୁ ପବିତ୍ର” ଓ ସଦାପ୍ରଭୁଙ୍କ ଗୃହର ହାଣ୍ଡିସବୁ ଯଜ୍ଞବେଦି ସମ୍ମୁଖସ୍ଥ ପାତ୍ରସବୁର ପରି ହେବ।


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଏହି ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର ପର୍ବ ହେବ।


ଆଉ, ଏକ ଅମାବାସ୍ୟାଠାରୁ ଅନ୍ୟ ଅମାବାସ୍ୟା ପର୍ଯ୍ୟନ୍ତ ଓ ଏକ ବିଶ୍ରାମବାରଠାରୁ ଅନ୍ୟ ବିଶ୍ରାମବାର ପର୍ଯ୍ୟନ୍ତ ଯାବତୀୟ ମର୍ତ୍ତ୍ୟ ଆମ୍ଭ ସମ୍ମୁଖରେ ଭଜନା କରିବା ପାଇଁ ଆସିବେ, ଏହା ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite