ଯିଖରୀୟ 14:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ, ତୁମ୍ଭେମାନେ ଆମ୍ଭ ପର୍ବତଗଣର ଉପତ୍ୟକା ଦେଇ ପଳାୟନ କରିବ; କାରଣ ପର୍ବତଗଣର ଉପତ୍ୟକା ଆତ୍ସେଲ ପର୍ଯ୍ୟନ୍ତ ଯିବ; ହଁ, ତୁମ୍ଭେମାନେ ଯିହୁଦାର ରାଜା ଉଷୀୟର ସମୟରେ ଯେପରି ଭୂମିକମ୍ପର ଆଗରୁ ପଳାୟନ କଲେ, ସେପରି ପଳାୟନ କରିବ। ଆଉ, ସଦାପ୍ରଭୁ ମୋʼ ପରମେଶ୍ୱର ଆସିବେ ଓ ତାହାଙ୍କ ସଙ୍ଗେ ସବୁ ପବିତ୍ର ପ୍ରାଣୀମାନେ ଆସିବେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଆଉ, ତୁମ୍ଭେମାନେ ଆମ୍ଭ ପର୍ବତଗଣର ଉପତ୍ୟକା ଦେଇ ପଳାୟନ କରିବ; କାରଣ ପର୍ବତଗଣର ଉପତ୍ୟକା ଆତ୍ସଲ ପର୍ଯ୍ୟନ୍ତ ଯିବ; ହଁ, ତୁମ୍ଭେମାନେ ଯିହୁଦାର ରାଜା ଉଷିୟର ସମୟରେ ଯେପରି ଭୂମିକମ୍ପର ଆଗରୁ ପଳାୟନ କଲେ, ସେପରି ପଳାୟନ କରିବ। ଆଉ, ସଦାପ୍ରଭୁ ମୋʼ ପରମେଶ୍ଵର ଆସିବେ ଓ ତାହାଙ୍କ ସଙ୍ଗେ ସବୁ ପବିତ୍ର ପ୍ରାଣୀମାନେ ଆସିବେ। Gade chapit laଓଡିଆ ବାଇବେଲ5 ଆଉ, ତୁମ୍ଭେମାନେ ଆମ୍ଭ ପର୍ବତଗଣର ଉପତ୍ୟକା ଦେଇ ପଳାୟନ କରିବ; କାରଣ ପର୍ବତଗଣର ଉପତ୍ୟକା ଆତ୍ସେଲ ପର୍ଯ୍ୟନ୍ତ ଯିବ; ହଁ, ତୁମ୍ଭେମାନେ ଯିହୁଦାର ରାଜା ଉଷୀୟର ସମୟରେ ଯେପରି ଭୂମିକମ୍ପର ଆଗରୁ ପଳାୟନ କଲେ, ସେପରି ପଳାୟନ କରିବ। ଆଉ, ସଦାପ୍ରଭୁ ମୋ’ ପରମେଶ୍ୱର ଆସିବେ ଓ ତାହାଙ୍କ ସଙ୍ଗେ ସବୁ ପବିତ୍ର ପ୍ରାଣୀମାନେ ଆସିବେ। Gade chapit laପବିତ୍ର ବାଇବଲ5 ସେହି ପାର୍ବତ୍ୟ ଉପତ୍ୟକା ଯେତେବେଳେ ତୁମ୍ଭମାନଙ୍କର ନିକଟତର ହେବ ତୁମ୍ଭେମାନେ ଖସିଯିବାକୁ ଚେଷ୍ଟା କରିବ। ଯିହୁଦାର ରାଜା ଉଷିୟଙ୍କ ସମୟରେ ହୋଇଥିବା ଭୂମିକମ୍ପ ବେଳେ ଯେଉଁପରି ଭାବରେ ଲୋକମାନେ ପଳାୟନ କରୁଥିଲେ ସେହିପରି ତୁମ୍ଭେମାନେ ଦୌଡ଼ିବ। ମାତ୍ର ସଦାପ୍ରଭୁ ମୋର ପରମେଶ୍ୱର ଆସିବେ ଏବଂ ତୁମ୍ଭ ସହିତ ସମସ୍ତ ପବିତ୍ର ପ୍ରାଣୀ ଥିବେ। Gade chapit la |
ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।