ଯିଖରୀୟ 2:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ, ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ। Gade chapit laପବିତ୍ର ବାଇବଲ (Re-edited) - (BSI)11 ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ, ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ। Gade chapit laଓଡିଆ ବାଇବେଲ11 “ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ,” ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ। Gade chapit laପବିତ୍ର ବାଇବଲ11 ସେହି ଦିନରେ, ଅନେକ ଦେଶର ଲୋକମାନେ ପରମେଶ୍ୱରଙ୍କ ନିକଟକୁ ଆସିବେ। ସେମାନେ ଆମ୍ଭର ଲୋକ ହେବେ। ଆଉ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ବାସ କରିବା।” ସେତେବେଳେ ତୁମ୍ଭେ ଜାଣିବ ସର୍ବଶକ୍ତିମାନ ସଦାପ୍ରଭୁ ମୋତେ ତୁମ୍ଭ ନିକଟକୁ ପ୍ରେରଣ କରିଛନ୍ତି। Gade chapit la |
ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।’”
ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ଆମ୍ଭେ ନାନା ଦେଶୀୟମାନଙ୍କ ନିକଟକୁ, ତର୍ଶୀଶ, ପୂଲ୍ ଓ ଲୁଦ୍, ଯେଉଁମାନେ ଧନୁର୍ଦ୍ଧାରୀ, ତୁବଲ୍ ଓ ଯବନ, ଇତ୍ୟାଦି ଯେଉଁ ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟ କେବେ ଶୁଣି ନାହାନ୍ତି, କିଅବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।