ଯିଖରୀୟ 2:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)13 ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି। Gade chapit laଓଡିଆ ବାଇବେଲ13 ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି। Gade chapit laପବିତ୍ର ବାଇବଲ13 ସମସ୍ତ ଲୋକମାନେ, ନୀରବ ହୁଅ। ସଦାପ୍ରଭୁ ତାଙ୍କର ପବିତ୍ର ଗୃହରୁ ଆସୁଛନ୍ତି। Gade chapit la |
ଏହେତୁ ସଦାପ୍ରଭୁ କହନ୍ତି, “ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।