ଯିଖରୀୟ 3:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକୁ ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ତଳେ ବିଶ୍ରାମ ନେବା ପାଇଁ ନିମନ୍ତ୍ରଣ କରିବ।” Gade chapit laପବିତ୍ର ବାଇବଲ (Re-edited) - (BSI)10 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକି ଦ୍ରାକ୍ଷାଲତା ଓ ଡିମିରି ବୃକ୍ଷ ତଳେ ନିମନ୍ତ୍ରଣ କରିବ। Gade chapit laଓଡିଆ ବାଇବେଲ10 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି,” ସେ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକୁ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷ ତଳେ ବିଶ୍ରାମ ନେବା ପାଇଁ ନିମନ୍ତ୍ରଣ କରିବ।” Gade chapit laପବିତ୍ର ବାଇବଲ10 ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, “ସେତେବେଳେ ଲୋକମାନେ ଏକତ୍ର ବସିବେ ଓ ସେମାନଙ୍କର ବନ୍ଧୁ ଓ ପଡ଼ୋଶୀଙ୍କ ସହିତ ଆଳାପ କରିବେ। ସେମାନେ ଡିମ୍ବିରି ବୃକ୍ଷତଳେ ଓ ଦ୍ରାକ୍ଷାଲତା ତଳେ ବସିବାକୁ ପରସ୍ପରକୁ ନିମନ୍ତ୍ରଣ କରିବେ।” Gade chapit la |