ଯିଖରୀୟ 4:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ସେ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ଦେଖିଅଛି, ଆଉ ଦେଖ, ସମ୍ପୂର୍ଣ୍ଣ ସୁବର୍ଣ୍ଣମୟ ଏକ ଦୀପବୃକ୍ଷ, ତହିଁର ଉପରେ ତୈଳାଧାର ଓ ତହିଁ ଉପରେ ସାତ ପ୍ରଦୀପ ଅଛି ଓ ତହିଁର ଉପରି ଭାଗରେ ପ୍ରତ୍ୟେକ ପ୍ରଦୀପର ନିମନ୍ତେ ସାତୋଟି ନଳ ଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)2 ପୁଣି, ସେ ମୋତେ କହିଲେ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ମୁଁ ଦେଖିଅଛି, ଆଉ ଦେଖ, ସମ୍ପୂର୍ଣ୍ଣ ସୁବର୍ଣ୍ଣମୟ ଏକ ଦୀପବୃକ୍ଷ, ତହିଁର ଉପରେ ତୈଳାଧାର ଓ ତହିଁ ଉପରେ ସାତ ପ୍ରଦୀପ ଅଛି ଓ ତହିଁର ଉପରି ଭାଗରେ ପ୍ରତ୍ୟେକ ପ୍ରଦୀପର ନିମନ୍ତେ ସାତ ନଳ; Gade chapit laଓଡିଆ ବାଇବେଲ2 ପୁଣି, ସେ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ କହିଲି, “ମୁଁ ଦେଖିଅଛି, ଆଉ ଦେଖ, ସମ୍ପୂର୍ଣ୍ଣ ସୁବର୍ଣ୍ଣମୟ ଏକ ଦୀପବୃକ୍ଷ, ତହିଁର ଉପରେ ତୈଳାଧାର ଓ ତହିଁ ଉପରେ ସାତ ପ୍ରଦୀପ ଅଛି ଓ ତହିଁର ଉପରି ଭାଗରେ ପ୍ରତ୍ୟେକ ପ୍ରଦୀପର ନିମନ୍ତେ ସାତଟି ନଳ ଅଛି। Gade chapit laପବିତ୍ର ବାଇବଲ2 ତାହାପରେ ସେହି ସ୍ୱର୍ଗଦୂତ ମୋତେ ପଗ୍ଭରିଲେ, “ତୁମ୍ଭେ କ’ଣ ଦେଖୁଛ?” ମୁଁ କହିଲି, “ମୁଁ ସମ୍ପୂର୍ଣ୍ଣ ସୁବର୍ଣ୍ଣର ଦୀପାଧାର ଦେଖୁଛି। ତାହାର ଉପରେ ଗୋଟିଏ ମାଠିଆ ଅଛି ଏବଂ ତା’ ଉପରେ ସାତୋଟି ପ୍ରଦୀପ ଅଛି, ଆଉ ମଧ୍ୟ ସେଠାରେ ଗୋଟିଏ ପାତ୍ର ଅଛି। ପ୍ରତ୍ୟେକ ପ୍ରଦୀପର ମୂଖନଳ ଅଛି ଓ ସେହି ନଳ ଦେଇ ପ୍ରଦୀପକୁ ତୈଳ ଆସୁଛି। Gade chapit la |
ସେମାନେ ପ୍ରତି ପ୍ରଭାତରେ ଓ ପ୍ରତି ସନ୍ଧ୍ୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସୁଗନ୍ଧି ଧୂପ ଦଗ୍ଧ କରୁଅଛନ୍ତି; ସେମାନେ ପବିତ୍ର ମେଜ ଉପରେ ଦର୍ଶନୀୟ ରୁଟି ଓ ପ୍ରତି ସନ୍ଧ୍ୟାରେ ଜ୍ୱଳାଇବା ପାଇଁ ପ୍ରଦୀପ ସହିତ ସ୍ୱର୍ଣ୍ଣମୟ ଦୀପବୃକ୍ଷ ସଜାନ୍ତି; କାରଣ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରକ୍ଷଣୀୟ ରକ୍ଷା କରୁଅଛୁ; ମାତ୍ର ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିଅଛ।