Biblia Todo Logo
Bib sou entènèt

- Piblisite -




ଯିଖରୀୟ 4:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହିଁରେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ମୁଁ ତାଙ୍କୁ ଉତ୍ତର କରି କହିଲି, “ହେ ମହାଶୟ, ଏସବୁର ଅର୍ଥ କʼଣ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତହିଁରେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ମୁଁ ତାଙ୍କୁ ଉତ୍ତର କରି କହିଲି, ହେ ମୋର ପ୍ରଭୁ, ଏସବୁ କଅଣ?

Gade chapit la Kopi

ଓଡିଆ ବାଇବେଲ

4 ତହିଁରେ ଯେଉଁ ଦୂତ ମୋ’ ସଙ୍ଗରେ କଥା କହୁଥିଲେ, ମୁଁ ତାଙ୍କୁ ଉତ୍ତର କରି କହିଲି, “ହେ ମହାଶୟ, ଏସବୁର ଅର୍ଥ କ’ଣ ?”

Gade chapit la Kopi

ପବିତ୍ର ବାଇବଲ

4 ମୋ’ ସହିତ ଆଳାପ କରୁଥିବା ସ୍ୱର୍ଗଦୂତଙ୍କୁ ମୁଁ ପଗ୍ଭରିଲି, “ମୋର ମହାଶୟ, ଏଗୁଡ଼ିକ ସବୁ କ’ଣ?”

Gade chapit la Kopi




ଯିଖରୀୟ 4:4
11 Referans Kwoze  

ସେତେବେଳେ ଯେଉଁ ଦୂତ ମୋʼ ସଙ୍ଗେ କଥା କହୁଥିଲେ, ମୁଁ ତାଙ୍କୁ ଉତ୍ତର କରି କହିଲି, “ହେ ମହାଶୟ, ଏସବୁ କଅଣ?”


ଏଥିରେ ମୁଁ କହିଲି, ‘ହେ ମହାଶୟ, ଏସବୁ କଅଣ?’ ତହିଁରେ ମୋʼ ସଙ୍ଗରେ କଥା କହୁଥିବା ଦୂତ ମୋତେ କହିଲେ, ‘ଏସବୁ କଅଣ, ଏହା ଆମ୍ଭେ ତୁମ୍ଭଙ୍କୁ ଜଣାଇବା।’


ପରେ ସେ ଲୋକମାନଙ୍କୁ ପରିତ୍ୟାଗ କରି ଗୃହରେ ପ୍ରବେଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, କ୍ଷେତର ବାଳୁଙ୍ଗାର ଦୃଷ୍ଟାନ୍ତ ଆମ୍ଭମାନଙ୍କୁ ସ୍ପଷ୍ଟ ରୂପେ ବୁଝାଇ ଦିଅନ୍ତୁ।


ତହିଁରେ ମୁଁ କହିଲି, “ଏ କଅଣ?” ତହୁଁ ସେ କହିଲେ, “ଏହା ଐଫା-ପାତ୍ର, ଯାହା ଆସୁଅଛି,” ସେ ଆହୁରି କହିଲେ, “ଏହା ସମୁଦାୟ ଦେଶସ୍ଥ ଲୋକଙ୍କର ପାପ ଅଟେ।”


ତହିଁରେ ମୋʼ ସଙ୍ଗେ କଥା କହୁଥିବା ଦୂତଙ୍କୁ ମୁଁ କହିଲି, “ଏହିସବୁ କଅଣ?” ତହୁଁ ସେ ମୋତେ ଉତ୍ତର କଲେ, “ଏହିସବୁ ଶୃଙ୍ଗ ଯିହୁଦା, ଇସ୍ରାଏଲ ଓ ଯିରୂଶାଲମକୁ ଛିନ୍ନଭିନ୍ନ କରିଅଛନ୍ତି।”


ପୁଣି, ମୁଁ ଶୁଣିଲି, ମାତ୍ର ବୁଝିଲି ନାହିଁ; ତହୁଁ ମୁଁ କହିଲି, “ହେ ମୋର ପ୍ରଭୁ, ଏହିସବୁର ପରିଣାମ କʼଣ ହେବ?”


ସେତେବେଳେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ସେ ମୋତେ ଉତ୍ତର କରି କହିଲେ, “ଏସବୁର ଅର୍ଥ କଅଣ, ତାହା କି ତୁମ୍ଭେ ଜାଣି ନାହଁ?” ପୁଣି, ତହିଁରେ ମୁଁ କହିଲି, “ହେ ମହାଶୟ, ଜାଣି ନାହିଁ।”


ତହିଁରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ଯୋଷାଦକର ପୁତ୍ର ଯେଶୂୟ ଉଠି ଯିରୂଶାଲମରେ ପରମେଶ୍ୱରଙ୍କ ଗୃହ ନିର୍ମାଣ କରିବାକୁ ଲାଗିଲେ; ଆଉ, ପରମେଶ୍ୱରଙ୍କ ଭବିଷ୍ୟଦ୍‍ବକ୍ତାମାନେ ସେମାନଙ୍କ ସଙ୍ଗେ ଥାଇ ସେମାନଙ୍କର ସାହାଯ୍ୟ କଲେ।


Swiv nou:

Piblisite


Piblisite