Biblia Todo Logo
Bib sou entènèt

- Piblisite -




ଯିଖରୀୟ 5:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ଦୂତ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ ଉତ୍ତର କଲି, “ମୁଁ ଉଡ଼ନ୍ତା ନଳାକାର ଏକ ପୁସ୍ତକ ଦେଖୁଅଛି ତହିଁର ଲମ୍ବା କୋଡ଼ିଏ ହାତ ଓ ଓସାର ଦଶ ହାତ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି, ସେ ମୋତେ କହିଲେ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ ଉତ୍ତର କଲି, ମୁଁ ଉଡ଼ନ୍ତା ନଳାକାର ଏକ ପୁସ୍ତକ ଦେଖୁଅଛି; ତହିଁର ଦୈର୍ଘ୍ୟ କୋଡ଼ିଏ ହାତ ଓ ପ୍ରସ୍ଥ ଦଶ ହାତ।

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ଦୂତ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ ଉତ୍ତର କଲି, “ମୁଁ ଉଡ଼ନ୍ତା ନଳାକାର ଏକ ପୁସ୍ତକ ଦେଖୁଅଛି ତହିଁର ଲମ୍ବା କୋଡ଼ିଏ ହାତ ଓ ଓସାର ଦଶ ହାତ।”

Gade chapit la Kopi

ପବିତ୍ର ବାଇବଲ

2 ସେହି ସ୍ୱର୍ଗଦୂତ ମୋତେ ପ୍ରଶ୍ନ କଲେ, “ତୁମ୍ଭେ କ’ଣ ଦେଖୁଛ?” ମୁଁ କହିଲି, “ମୁଁ ଏକ ଉଡ଼ନ୍ତା ନଳାକାର ପୁସ୍ତକ ଦେଖୁଛି। ସେହି ନଳାକାର ପୁସ୍ତକର ଦୈର୍ଘ୍ୟ କୋଡ଼ିଏ ହାତ ଓ ପ୍ରସ୍ଥ ଦଶ ହାତ।”

Gade chapit la Kopi




ଯିଖରୀୟ 5:2
8 Referans Kwoze  

ପୁଣି, ସେ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ଦେଖିଅଛି, ଆଉ ଦେଖ, ସମ୍ପୂର୍ଣ୍ଣ ସୁବର୍ଣ୍ଣମୟ ଏକ ଦୀପବୃକ୍ଷ, ତହିଁର ଉପରେ ତୈଳାଧାର ଓ ତହିଁ ଉପରେ ସାତ ପ୍ରଦୀପ ଅଛି ଓ ତହିଁର ଉପରି ଭାଗରେ ପ୍ରତ୍ୟେକ ପ୍ରଦୀପର ନିମନ୍ତେ ସାତୋଟି ନଳ ଅଛି।


ସଦାପ୍ରଭୁଙ୍କର ମହାଦିନ ନିକଟବର୍ତ୍ତୀ, ତାହା ଅର୍ଥାତ୍‍, ସଦାପ୍ରଭୁଙ୍କର ଦିନର ଶବ୍ଦ ନିକଟବର୍ତ୍ତୀ ଓ ଅତି ଶୀଘ୍ର ଆସୁଅଛି; ବୀରପୁରୁଷ ସେହି ସ୍ଥାନରେ ଅତିଶୟ ରୋଦନ କରୁଅଛି।


ପୁଣି, ସଦାପ୍ରଭୁ ମୋତେ ପଚାରିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଗୋଟିଏ ଓଳମ।” ତେବେ ପ୍ରଭୁ କହିଲେ, “ଦେଖ, ଆମ୍ଭେ ଆପଣା ଲୋକ ଇସ୍ରାଏଲ ମଧ୍ୟରେ ଓଳମ ପକାଇବା; ଆମ୍ଭେ ପୁନର୍ବାର ଆଉ ସେମାନଙ୍କୁ ଛାଡ଼ି ଯିବା ନାହିଁ;


କାରଣ ତାହାର ପାପରାଶି ସ୍ୱର୍ଗ ପର୍ଯ୍ୟନ୍ତ ସୁଦ୍ଧା ଉଠିଅଛି, ଆଉ ଈଶ୍ବର ତାହାର ଅଧର୍ମସବୁ ସ୍ମରଣ କରିଅଛନ୍ତି।


ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।


“ତୁମ୍ଭେ ଖଣ୍ଡେ ନଳାକାର ପୁସ୍ତକ ନିଅ, ପୁଣି ଆମ୍ଭେ ତୁମ୍ଭକୁ କଥା କହିବା ଦିନଠାରୁ, ଯୋଶୀୟଙ୍କ ରାଜତ୍ୱ ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର, ଯିହୁଦାର ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା ତୁମ୍ଭକୁ କହିଅଛୁ, ସେହି ସମସ୍ତ ବାକ୍ୟ ତହିଁରେ ଲେଖ।


Swiv nou:

Piblisite


Piblisite