Biblia Todo Logo
Bib sou entènèt

- Piblisite -




ଯିଖରୀୟ 5:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ ଦେଖ, ପାତ୍ରର ଠିପି ଉପରକୁ ଉଠାଗଲା ଆଉ, ସେହି ପାତ୍ର ମଧ୍ୟରେ ଏକ ସ୍ତ୍ରୀ ବସିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆଉ ଦେଖ, ଏକ ମହଣ ପରିମିତ ସୀସା ଉପରକୁ ଉଠାଗଲା; ଆଉ, ସେହି ଐଫା ମଧ୍ୟରେ ଏକ ସ୍ତ୍ରୀ ବସୁଅଛି।

Gade chapit la Kopi

ଓଡିଆ ବାଇବେଲ

7 ଆଉ ଦେଖ, ପାତ୍ରର ଠିପି ଉପରକୁ ଉଠାଗଲା ଆଉ, ସେହି ପାତ୍ର ମଧ୍ୟରେ ଏକ ସ୍ତ୍ରୀ ବସିଅଛି।

Gade chapit la Kopi

ପବିତ୍ର ବାଇବଲ

7 ଗୋଟିଏ ସୀମାର ନିର୍ମିତ ଘୋଡ଼ଣୀ ଟୋକେଇରୁ କଢ଼ାଗଲା। ସେହି ମାପିବାର ଟୋକେଇ ମଧ୍ୟରେ ଗୋଟିଏ ସ୍ତ୍ରୀଲୋକ ଥିଲା।

Gade chapit la Kopi




ଯିଖରୀୟ 5:7
11 Referans Kwoze  

ମଧ୍ୟ ତୁମ୍ଭେମାନେ ପୁରାତନ ପୁଷ୍କରିଣୀର ଜଳ ନିମନ୍ତେ ଦୁଇ ପ୍ରାଚୀରର ମଧ୍ୟସ୍ଥାନରେ ଜଳାଶୟ ପ୍ରସ୍ତୁତ କଲ; ମାତ୍ର ଯେ ଏହା ସାଧନ କଲେ, ତୁମ୍ଭେମାନେ ତାହାଙ୍କ ପ୍ରତି ଅନାଇଲ ନାହିଁ, କିଅବା ଯେ ଦୀର୍ଘକାଳରୁ ଏଥିର ସଂକଳ୍ପ କଲେ, ତୁମ୍ଭେମାନେ ତାହାଙ୍କୁ ଆଦର କଲ ନାହିଁ।


ମୋୟାବ ବିଷୟକ ଭବିଷ୍ୟତବାଣୀ। ମୋୟାବର ଆର ନଗର ଏକ ରାତ୍ରି ମଧ୍ୟରେ ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା; ଏକ ରାତ୍ରି ମଧ୍ୟରେ ମୋୟାବର କୀର୍‍ ନଗର ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା।


ବାବିଲ ବିଷୟକ ବାର୍ତ୍ତା, ଆମୋସର ପୁତ୍ର ଯିଶାଇୟ ଏହି ଦର୍ଶନ ପାଇଲେ।


ତହିଁରେ ମୁଁ କହିଲି, “ଏ କଅଣ?” ତହୁଁ ସେ କହିଲେ, “ଏହା ଐଫା-ପାତ୍ର, ଯାହା ଆସୁଅଛି,” ସେ ଆହୁରି କହିଲେ, “ଏହା ସମୁଦାୟ ଦେଶସ୍ଥ ଲୋକଙ୍କର ପାପ ଅଟେ।”


ପୁଣି, ସେ ମୋତେ କହିଲେ, “ଏହା ଦୁଷ୍ଟତା!” ଆଉ, ସେ ସେହି ସ୍ତ୍ରୀକୁ ପାତ୍ର ମଧ୍ୟରେ ପକାଇଦେଲେ ଓ ତହିଁର ମୁହଁକୁ ବନ୍ଦ କରିଦେଲେ।


ଏଥିରେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ପୁରୁଷ ଉତ୍ତର କରି କହିଲେ, ‘ପୃଥିବୀରେ ଏଣେତେଣେ ଗମନାଗମନ କରିବା ପାଇଁ ସଦାପ୍ରଭୁ ଏମାନଙ୍କୁ ପଠାଇଅଛନ୍ତି।’


Swiv nou:

Piblisite


Piblisite