Biblia Todo Logo
Bib sou entènèt

- Piblisite -




ଯିଖରୀୟ 6:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,

Gade chapit la Kopi

ଓଡିଆ ବାଇବେଲ

9 ଏଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା,

Gade chapit la Kopi

ପବିତ୍ର ବାଇବଲ

9 ତା'ପରେ ସଦାପ୍ରଭୁ ଏହି ବାର୍ତ୍ତା ପଠାଇଲେ,

Gade chapit la Kopi




ଯିଖରୀୟ 6:9
3 Referans Kwoze  

ଏଉତ୍ତାରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,


ପୁଣି, ଦାରୀୟାବସ ରାଜାର ରାଜତ୍ଵର ଚତୁର୍ଥ ବର୍ଷରେ, କିଶ୍ଲେବ୍‍ ନାମକ ନବମ ମାସର ଚତୁର୍ଥ ଦିନରେ ଯିଖରୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା।


ଦାରୀୟାବସର ରାଜତ୍ଵର ଦ୍ୱିତୀୟ ବର୍ଷର ଅଷ୍ଟମ ମାସରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,


Swiv nou:

Piblisite


Piblisite