ଯିଖରୀୟ 7:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, ଯଥାର୍ଥ ବିଚାର କର, ପ୍ରତ୍ୟେକ ଲୋକ, ଆପଣା ଭ୍ରାତା ପ୍ରତି ଦୟା ଓ କରୁଣା ପ୍ରକାଶ କର। Gade chapit laପବିତ୍ର ବାଇବଲ (Re-edited) - (BSI)9 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, ଯଥାର୍ଥ ବିଚାର କର, ପ୍ରତ୍ୟେକ ଲୋକ, ଆପଣା ଭ୍ରାତା ପ୍ରତି ଦୟା ଓ କରୁଣା ପ୍ରକାଶ କର; Gade chapit laଓଡିଆ ବାଇବେଲ9 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, “ଯଥାର୍ଥ ବିଚାର କର, ପ୍ରତ୍ୟେକ ଲୋକ, ଆପଣା ଭ୍ରାତା ପ୍ରତି ଦୟା ଓ କରୁଣା ପ୍ରକାଶ କର। Gade chapit laପବିତ୍ର ବାଇବଲ9 “ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କଥା କହିଲେ, ‘ଯଥାର୍ଥ ନ୍ୟାୟ ଆଚରଣ କର, ନିଜ ନିଜ ଭ୍ରାତୃଗଣଙ୍କ ପ୍ରତି ଦୟା ଓ କରୁଣା ପ୍ରକାଶ କର। Gade chapit la |