Biblia Todo Logo
Bib sou entènèt

- Piblisite -




ଯିଖରୀୟ 8:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଉତ୍ତାରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏଉତ୍ତାରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,

Gade chapit la Kopi

ଓଡିଆ ବାଇବେଲ

1 ଏଉତ୍ତାରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା,

Gade chapit la Kopi

ପବିତ୍ର ବାଇବଲ

1 ସର୍ବଶକ୍ତିମାନ ସଦାପ୍ରଭୁ ଏହି ବାର୍ତ୍ତା ପଠାଇଲେ।

Gade chapit la Kopi




ଯିଖରୀୟ 8:1
3 Referans Kwoze  

ଏଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,


ମାତ୍ର ଯେଉଁ ଗୋଷ୍ଠୀଗଣକୁ ସେମାନେ ଜାଣି ନାହାନ୍ତି, ସେହି ସମସ୍ତଙ୍କ ମଧ୍ୟରେ ଘୂର୍ଣ୍ଣିବାୟୁ ଦ୍ୱାରା ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା। ଏହି ପ୍ରକାରେ ସେମାନଙ୍କ ଦେଶ ଧ୍ୱଂସର ସ୍ଥାନ ହେଲା, ତହିଁରେ କୌଣସି ମନୁଷ୍ୟ ତହିଁର ମଧ୍ୟଦେଇ ଗମନାଗମନ କଲା ନାହିଁ; କାରଣ ସେମାନେ ସୁନ୍ଦର ଦେଶକୁ ଧ୍ୱଂସର ସ୍ଥାନ କଲେ।”


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସିୟୋନର ପାଇଁ ମହା ଅନ୍ତର୍ଜ୍ୱାଳାରେ ଜ୍ୱଳୁଅଛୁ ଓ ତାହା ପାଇଁ ଆମ୍ଭେ ପ୍ରଚଣ୍ଡ କୋପରେ ଜ୍ୱଳୁଅଛୁ।


Swiv nou:

Piblisite


Piblisite