ଯିଖରୀୟ 8:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କାରଣ ଶାନ୍ତିଯୁକ୍ତ ବୀଜ ବୁଣାଯିବ। ଦ୍ରାକ୍ଷାଲତା ଫଳବତୀ ହେବ ଓ ଭୂମି ଆପଣା ଫଳ ଉତ୍ପନ୍ନ କରିବ, ଆଉ ଆକାଶ ଆପଣା ଶିଶିର ଦାନ କରିବ ଓ ଆମ୍ଭେ ଏହି ଅବଶିଷ୍ଟାଂଶ ଲୋକମାନଙ୍କୁ ଏହି ସମସ୍ତର ଅଧିକାରୀ କରାଇବା। Gade chapit laପବିତ୍ର ବାଇବଲ (Re-edited) - (BSI)12 କାରଣ ଶାନ୍ତିଯୁକ୍ତ ବୀଜ ହେବ; ଦ୍ରାକ୍ଷାଲତା ଫଳବତୀ ହେବ ଓ ଭୂମି ଆପଣା ଫଳ ଉତ୍ପନ୍ନ କରିବ, ଆଉ ଆକାଶ ଆପଣା ଶିଶିର ଦାନ କରିବ ଓ ଆମ୍ଭେ ଏହି ଲୋକମାନଙ୍କର ଅବଶିଷ୍ଟାଂଶକୁ ଏହି ସମସ୍ତର ଅଧିକାରୀ କରାଇବା। Gade chapit laଓଡିଆ ବାଇବେଲ12 କାରଣ ଶାନ୍ତିଯୁକ୍ତ ବୀଜ ବୁଣା ଯିବ। ଦ୍ରାକ୍ଷାଲତା ଫଳବତୀ ହେବ ଓ ଭୂମି ଆପଣା ଫଳ ଉତ୍ପନ୍ନ କରିବ, ଆଉ ଆକାଶ ଆପଣା ଶିଶିର ଦାନ କରିବ ଓ ଆମ୍ଭେ ଏହି ଅବଶିଷ୍ଟାଂଶ ଲୋକମାନଙ୍କୁ ଏହି ସମସ୍ତର ଅଧିକାରୀ କରାଇବା। Gade chapit laପବିତ୍ର ବାଇବଲ12 “ଏହି ଲୋକମାନେ ଶାନ୍ତିରେ ବୃକ୍ଷ ରୋପଣ କରିବେ। ଦ୍ରାକ୍ଷାଲତା ଫଳଧାରଣ କରିବ। ଭୂମି ଉତ୍ତମ ଶସ୍ୟ ପ୍ରଦାନ କରିବ ଓ ଆକାଶ ଶିଶିର ପ୍ରଦାନ କରିବ। ଏହି ସମସ୍ତ ବିଷୟ ଆମ୍ଭେ ଅବଶିଷ୍ଟ ଲୋକଙ୍କୁ ପ୍ରଦାନ କରିବା। ଯେପରି ତୁମ୍ଭେମାନେ ଦେଶସବୁ ସମ୍ମୁଖରେ ଅଭିଶପ୍ତ ଥିଲ। Gade chapit la |