ଯିଖରୀୟ 8:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ହଁ, ଅନେକ ଦେଶର ଲୋକେ ଓ ବଳବାନ ଗୋଷ୍ଠୀଗଣ ଯିରୂଶାଲମରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଓ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆସିବେ। Gade chapit laପବିତ୍ର ବାଇବଲ (Re-edited) - (BSI)22 ହଁ, ଅନେକ ଦେଶର ଲୋକେ ଓ ବଳବାନ ଗୋଷ୍ଠୀଗଣ ଯିରୂଶାଲମରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଓ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆସିବେ। Gade chapit laଓଡିଆ ବାଇବେଲ22 ହଁ, ଅନେକ ଦେଶର ଲୋକେ ଓ ବଳବାନ ଗୋଷ୍ଠୀଗଣ ଯିରୂଶାଲମରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଓ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆସିବେ। Gade chapit laପବିତ୍ର ବାଇବଲ22 ବହୁଲୋକ ଓ ଶକ୍ତିଶାଳୀ ଗୋଷ୍ଠୀ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଅନୁସରଣ କରିବା ପାଇଁ ଏବଂ ତାଙ୍କ ଅନୁଗ୍ରହ ପାଇବା ପାଇଁ ଯିରୁଶାଲମକୁ ଆସିବେ। Gade chapit la |
ପୁଣି, ସେ ଅନେକ ଗୋଷ୍ଠୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଦୂରସ୍ଥିତ ବଳବାନ ଗୋଷ୍ଠୀୟମାନଙ୍କ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ।