ଯିଖରୀୟ 8:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ସେହି ସମୟରେ ଏପରି ଘଟିବ ଯେ, ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ପୁରୁଷ ଏକ ଯିହୁଦୀ ଲୋକର ବସ୍ତ୍ରର ଅଞ୍ଚଳ ଧରି ଏହି କଥା କହିବେ, ‘ଆମ୍ଭେମାନେ ତୁମ୍ଭ ସଙ୍ଗରେ ଯିବୁ, କାରଣ ପରମେଶ୍ୱର ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି ବୋଲି ଆମ୍ଭେମାନେ ଶୁଣିଅଛୁ।’” Gade chapit laପବିତ୍ର ବାଇବଲ (Re-edited) - (BSI)23 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ସେସମୟରେ ଏପରି ଘଟିବ ଯେ, ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ପୁରୁଷ ଏକ ଯିହୁଦୀ ଲୋକର ବସ୍ତ୍ରର ଅଞ୍ଚଳ ଧରି ଏହି କଥା କହିବେ, ଆମ୍ଭେମାନେ ତୁମ୍ଭ ସଙ୍ଗରେ ଯିବୁ, କାରଣ ପରମେଶ୍ଵର ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି ବୋଲି ଆମ୍ଭେମାନେ ଶୁଣିଅଛୁ। Gade chapit laଓଡିଆ ବାଇବେଲ23 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସେହି ସମୟରେ ଏପରି ଘଟିବ ଯେ, ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ପୁରୁଷ ଏକ ଯିହୁଦୀ ଲୋକର ବସ୍ତ୍ରର ଅଞ୍ଚଳ ଧରି ଏହି କଥା କହିବେ, ‘ଆମ୍ଭେମାନେ ତୁମ୍ଭ ସଙ୍ଗରେ ଯିବୁ, କାରଣ ପରମେଶ୍ୱର ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି ବୋଲି ଆମ୍ଭେମାନେ ଶୁଣିଅଛୁ।’” Gade chapit laପବିତ୍ର ବାଇବଲ23 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ସେହି ଦିନମାନଙ୍କରେ ଏପରି ଘଟିବ ଯେ ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ଲୋକ, ଜଣେ ଯିହୁଦୀ ଲୋକର ବସ୍ତ୍ରାଞ୍ଚଳ ଧରି କହିବେ, ‘ତୁମ୍ଭ ସହିତ ଆମ୍ଭେ ଯିବୁ। ଆମ୍ଭେ ଶୁଣିଲୁ ଯେ, ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି।’” Gade chapit la |
ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।’”
ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ୱର ତୁମ୍ଭର ସାହାଯ୍ୟ କରନ୍ତି।” ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ।