ଯିଖରୀୟ 8:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଯେ ଆପଣା ଲୋକମାନଙ୍କୁ ପୂର୍ବ ଦେଶରୁ ଓ ପଶ୍ଚିମ ଦେଶରୁ ଉଦ୍ଧାର କରନ୍ତି! Gade chapit laପବିତ୍ର ବାଇବଲ (Re-edited) - (BSI)7 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଆପଣା ଲୋକମାନଙ୍କୁ ପୂର୍ବ ଦେଶରୁ ଓ ପଶ୍ଚିମ ଦେଶରୁ ଉଦ୍ଧାର କରିବା ; Gade chapit laଓଡିଆ ବାଇବେଲ7 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ‘ଦେଖ, ଯେ ଆପଣା ଲୋକମାନଙ୍କୁ ପୂର୍ବ ଦେଶରୁ ଓ ପଶ୍ଚିମ ଦେଶରୁ ଉଦ୍ଧାର କରନ୍ତି ! Gade chapit laପବିତ୍ର ବାଇବଲ7 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ଦେଖ, ଆମ୍ଭେ ପୂର୍ବ ଓ ପଶ୍ଚିମ ଦେଶରୁ ଆମ୍ଭର ଲୋକମାନଙ୍କୁ ମୁକ୍ତ କରିବା। Gade chapit la |
ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ପ୍ରତି ଫେରିବ ଓ ଆମ୍ଭ ଆଜ୍ଞା ପାଳନ କରି ତଦନୁଯାୟୀ କର୍ମ କରିବ, ତେବେ ତୁମ୍ଭମାନଙ୍କର ତ୍ୟକ୍ତ ଲୋକମାନେ ଆକାଶର ପ୍ରାନ୍ତସୀମାରେ ଥିଲେ ହେଁ ଆମ୍ଭେ ସେଠାରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା; ବିନୟ କରୁଅଛି, ଆପଣାର ଏହି କଥା ସ୍ମରଣ କର।’