ଯିଖରୀୟ 8:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହ, ଅର୍ଥାତ୍, ମନ୍ଦିରର ନିର୍ମାଣ ନିମନ୍ତେ ଯେଉଁ ଦିନ ତହିଁର ଭିତ୍ତିମୂଳ ସ୍ଥାପିତ ହୋଇଥିଲା, ସେହି ସମୟରେ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଥିଲେ, ସେମାନଙ୍କ ମୁଖରୁ ଏହି ସକଳ କଥା ବର୍ତ୍ତମାନ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କର ହସ୍ତ ସବଳ ହେଉ। Gade chapit laପବିତ୍ର ବାଇବଲ (Re-edited) - (BSI)9 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହ, ଅର୍ଥାତ୍, ମନ୍ଦିରର ନିର୍ମାଣ ନିମନ୍ତେ ଯେଉଁ ଦିନ ତହିଁର ଭିତ୍ତିମୂଳ ସ୍ଥାପିତ ହୋଇଥିଲା, ସେସମୟରେ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଥିଲେ, ସେମାନଙ୍କ ମୁଖରୁ ଏହି ସକଳ କଥା ବର୍ତ୍ତମାନ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କର ହସ୍ତ ସବଳ ହେଉ। Gade chapit laଓଡିଆ ବାଇବେଲ9 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହ, ଅର୍ଥାତ୍, ମନ୍ଦିରର ନିର୍ମାଣ ନିମନ୍ତେ ଯେଉଁ ଦିନ ତହିଁର ଭିତ୍ତିମୂଳ ସ୍ଥାପିତ ହୋଇଥିଲା, ସେହି ସମୟରେ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଥିଲେ, ସେମାନଙ୍କ ମୁଖରୁ ଏହି ସକଳ କଥା ବର୍ତ୍ତମାନ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କର ହସ୍ତ ସବଳ ହେଉ।” Gade chapit laପବିତ୍ର ବାଇବଲ9 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ଶକ୍ତିଶାଳୀ ହୁଅ! ତୁମ୍ଭମାନଙ୍କୁ ମଧ୍ୟ ଏହି ଦିନଗୁଡ଼ିକରେ ସେହି ବାକ୍ୟଗୁଡ଼ିକ ଭବିଷ୍ୟଦ୍ବକ୍ତାମାନଙ୍କଠାରୁ ଶୁଣୁଅଛ। ଯେତେବେଳେ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲା, ଯାହାପାଇଁ ମନ୍ଦିର ନିର୍ମାଣ ହୋଇ ପାରିଥିଲା। Gade chapit la |