ଯିଖରୀୟ 9:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ସଦାପ୍ରଭୁ ସେମାନଙ୍କୁ ଊର୍ଦ୍ଧ୍ୱରୁ ଦେଖାଯିବେ ଓ ତାହାଙ୍କର ତୀର ବିଜୁଳି ପରି ବାହାର ହେବ; ଆଉ, ପ୍ରଭୁ ସଦାପ୍ରଭୁ ତୂରୀ ବଜାଇବେ ଓ ଦକ୍ଷିଣ ଦିଗର ଘୂର୍ଣ୍ଣିବାୟୁରେ ଗମନ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)14 ପୁଣି, ସଦାପ୍ରଭୁ ସେମାନଙ୍କ ଊର୍ଦ୍ଧ୍ଵରେ ଦେଖା ଯିବେ ଓ ତାହାଙ୍କର ତୀର ବିଜୁଳି ପରି ବାହାର ହେବ; ଆଉ, ପ୍ରଭୁ ସଦାପ୍ରଭୁ ତୂରୀ ବଜାଇବେ ଓ ଦକ୍ଷିଣ ଦିଗର ଘୂର୍ଣ୍ଣିବାୟୁରେ ଗମନ କରିବେ। Gade chapit laଓଡିଆ ବାଇବେଲ14 ପୁଣି, ସଦାପ୍ରଭୁ ସେମାନଙ୍କୁ ଉର୍ଦ୍ଧ୍ୱରୁ ଦେଖା ଯିବେ ଓ ତାହାଙ୍କର ତୀର ବିଜୁଳି ପରି ବାହାର ହେବ; ଆଉ, ପ୍ରଭୁ ସଦାପ୍ରଭୁ ତୂରୀ ବଜାଇବେ ଓ ଦକ୍ଷିଣ ଦିଗର ଘୂର୍ଣ୍ଣିବାୟୁରେ ଗମନ କରିବେ। Gade chapit laପବିତ୍ର ବାଇବଲ14 ସଦାପ୍ରଭୁ ତାଙ୍କ ସମ୍ମୁଖରେ ଉପସ୍ଥିତ ହେବେ। ବିଦ୍ୟୁତ୍ ସଦୃଶ ତାଙ୍କର ଶର ଯିବ। ସଦାପ୍ରଭୁ ପରମେଶ୍ୱର ତୂରୀ ବଜାଇବେ ଏବଂ ସେ ଦକ୍ଷିଣ ଆଡ଼ୁ ଝଡ଼ପରି ଅଗ୍ରସର ହେବେ। Gade chapit la |