ସିଫନୀୟ 1:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ସେମାନଙ୍କର ସମ୍ପତ୍ତି ଲୁଟିତ ହେବ ଓ ସେମାନଙ୍କର ଗୃହ ଧ୍ୱଂସସ୍ଥାନ ହେବ; ଆହୁରି ସେମାନେ ଗୃହ ନିର୍ମାଣ କରିବେ, ମାତ୍ର ତହିଁରେ ବାସ କରିବେ ନାହିଁ; ଆଉ, ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ମାତ୍ର ତହିଁରୁ ଦ୍ରାକ୍ଷାରସ ପାନ କରିବେ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)13 ପୁଣି, ସେମାନଙ୍କର ସମ୍ପତ୍ତି ଲୁଟିତ ହେବ ଓ ସେମାନଙ୍କର ଗୃହ ଧ୍ଵଂସସ୍ଥାନ ହେବ; ଆହୁରି ସେମାନେ ଗୃହ ନିର୍ମାଣ କରିବେ, ମାତ୍ର ତହିଁରେ ବାସ କରିବେ ନାହିଁ; ଆଉ, ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ମାତ୍ର ତହିଁରୁ ଦ୍ରାକ୍ଷାରସ ପାନ କରିବେ ନାହିଁ। Gade chapit laଓଡିଆ ବାଇବେଲ13 ପୁଣି, ସେମାନଙ୍କର ସମ୍ପତ୍ତି ଲୁଟିତ ହେବ ଓ ସେମାନଙ୍କର ଗୃହ ଧ୍ୱଂସସ୍ଥାନ ହେବ; ଆହୁରି ସେମାନେ ଗୃହ ନିର୍ମାଣ କରିବେ, ମାତ୍ର ତହିଁରେ ବାସ କରିବେ ନାହିଁ; ଆଉ, ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ମାତ୍ର ତହିଁରୁ ଦ୍ରାକ୍ଷାରସ ପାନ କରିବେ ନାହିଁ। Gade chapit laପବିତ୍ର ବାଇବଲ13 ତା'ପରେ ଅନ୍ୟ ଲୋକମାନେ ସେମାନଙ୍କର ଧନସମ୍ପଦ ଲୁଣ୍ଠନ କରିବେ ଓ ସେମାନଙ୍କର ଘରଗୁଡ଼ିକୁ ଧ୍ୱଂସ କରିବେ। ସେହି ସମୟରେ ସେମାନେ ନିର୍ମାଣ କରିଥିବା ଘରେ ଲୋକମାନେ ରହିବେ ନାହିଁ ଏବଂ ସେମାନେ ବଢ଼ାଇଥିବା ଅଙ୍ଗୁରରୁ ପ୍ରସ୍ତୁତ ଦ୍ରାକ୍ଷାରସ ପିଇବେ ନାହିଁ।” Gade chapit la |