Biblia Todo Logo
Bib sou entènèt

- Piblisite -

ସିଫନୀୟ 2:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ, ତହିଁ ମଧ୍ୟରେ ପଶୁପଲ ଓ ଗୋଷ୍ଠୀଗଣର ଯାବତୀୟ ପଶୁ ଶୟନ କରିବେ; ପାଣିଭେଳା ପକ୍ଷୀ ଓ ଝିଙ୍କ ଜନ୍ତୁ ତହିଁର ସ୍ତମ୍ଭମାନର ମଥାଣି ଉପରେ ରାତ୍ରି କ୍ଷେପଣ କରିବେ; ଝରକାରେ ସେମାନଙ୍କ ରବ ଶୁଣାଯିବ; ଚୌକାଠର ଉପରେ ଉଚ୍ଛିନ୍ନତା ରହିବ; କାରଣ ସେ ତାହାର ଏରସ କାଷ୍ଠର କର୍ମ ଅନାବୃତ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆଉ, ତହିଁ ମଧ୍ୟରେ ପଶୁପଲ ଓ ଗୋଷ୍ଠୀଗଣର ଯାବତୀୟ ପଶୁ ଶୟନ କରିବେ; ପାଣିଭେଳା ପକ୍ଷୀ ଓ ଝିଙ୍କ ଜନ୍ତୁ ତହିଁର ସ୍ତମ୍ଭମାନର ମଥାଣି ଉପରେ ରାତ୍ରି କ୍ଷେପଣ କରିବେ; ଝରକାରେ ସେମାନଙ୍କ ରବ ଶୁଣାଯିବ; ଚୌକାଠର ଉପରେ ଉଚ୍ଛିନ୍ନତା ରହିବ; କାରଣ ସେ ତାହାର ଏରସ କାଷ୍ଠର କର୍ମ ଅନାବୃତ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

ପବିତ୍ର ବାଇବଲ

14 ତା'ପରେ କେବଳ ମେଷମାନେ ଓ ହିଂସ୍ର ପଶୁ ସେହି ଧ୍ୱଂସ ନଗରୀରେ ବାସ କରିବେ। ପେଗ୍ଭ ଓ କାଉମାନେ ପରିତ୍ୟକ୍ତ ସ୍ତମ୍ଭମାନଙ୍କରେ ବସିବେ। ସେମାନଙ୍କର ରାବ ଝରକା ବାଟେ ଶୁଣାଯିବ। କାଉଗୁଡ଼ିକ ଦ୍ୱାର ପାହାଚ ଉପରେ ବସିବେ। ପ୍ରବେଶ ପଥ ଧ୍ୱଂସ ଏବଂ ନିର୍ଜ୍ଜନ ହେବ। ଏରସ କଡ଼ିକାଠ ଖୋଲି ଦିଆଯିବ।

Gade chapit la Kopi

ସିଫନୀୟ 2:14
8 Referans Kwoze  

ମୁଁ ଯଜ୍ଞବେଦି ନିକଟରେ ପ୍ରଭୁଙ୍କୁ ଠିଆ ହେବାର ଦେଖିଲି; ଆଉ, ସେ କହିଲେ, “ଦ୍ୱାରର ସମ୍ମୁଖ ସ୍ଥାନ ଯେପରି ହଲିବ, ଏଥିପାଇଁ ସ୍ତମ୍ଭର ମୁଣ୍ଡାଳିରେ ଆଘାତ କର ଓ ସମସ୍ତଙ୍କର ମସ୍ତକ ଉପରେ ତାହା ଖଣ୍ଡ ଖଣ୍ଡ କରି ପକାଅ; ପୁଣି, ଆମ୍ଭେ ସେମାନଙ୍କ ଶେଷାଂଶକୁ ଖଡ୍ଗରେ ବଧ କରିବା; ସେମାନଙ୍କ ମଧ୍ୟରୁ ଏକ ଜଣ ହିଁ ପଳାଇ ପାରିବ ନାହିଁ ଓ ସେମାନଙ୍କର ଏକ ଜଣ ହିଁ ରକ୍ଷା ପାଇବ ନାହିଁ।

ଯେ କହେ, ‘ଆମ୍ଭେ ଆପଣା ପାଇଁ ଏକ ପ୍ରଶସ୍ତ ଗୃହ ଓ ବୃହତ କୋଠରିମାନ ନିର୍ମାଣ କରିବା’ ଓ ଯେ ଆପଣା ପାଇଁ ଝରକା କାଟେ, ଆଉ ଏରସ କାଷ୍ଠରେ ଗୃହର ଭିତର ଛାତ କରେ ଓ ରକ୍ତବର୍ଣ୍ଣର ରଙ୍ଗ ଲେପନ କରେ, ସେ ସନ୍ତାପର ପାତ୍ର!

ସେ ମହା ଶଦ୍ଦ କରି ଉଚ୍ଚସ୍ୱରରେ କହିଲେ, “ମହାନଗରୀ ବାବିଲ ପତିତ, ଅଧଃପତିତ ହୋଇଅଛି, ତାହା ଭୂତମାନଙ୍କ ବାସସ୍ଥାନ ପୁଣି, ଅଶୁଚି ଆତ୍ମାମାନଙ୍କର ଏବଂ ଅଶୁଚି ଓ ଘୃଣ୍ୟ ପକ୍ଷୀମାନଙ୍କର ଆଶ୍ରୟ-ସ୍ଥାନ ହୋଇଅଛି।

ଆହୁରି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେହି ନଗରକୁ ଝିଙ୍କ ପକ୍ଷୀର ଅଧିକାର ଓ ଜଳାଶୟ କରିବା ଓ ଆମ୍ଭେ ସଂହାରରୂପ ଝାଡୁ ଦ୍ୱାରା ତାହାକୁ ଝାଡ଼ି ପକାଇବା।”

ପୁଣି, ସମୁଦ୍ର କୂଳ ଚରାସ୍ଥାନ, ମେଷପାଳକମାନଙ୍କର କୁଟୀର ଓ ମେଷପଲର ଖୁଆଡ଼ ହେବ।

ମୁଁ ପ୍ରାନ୍ତରସ୍ଥ ପାଣିଭେଳା ପକ୍ଷୀର ତୁଲ୍ୟ; ମୁଁ ନରଶୂନ୍ୟ ସ୍ଥାନର ପେଚା ପରି ହୋଇଅଛି।

Swiv nou:

Piblisite

Piblisite