ସିଫନୀୟ 2:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସମୁଦ୍ର କୂଳ ନିବାସୀଗଣ, କରେଥୀୟ ଗୋଷ୍ଠୀ ସନ୍ତାପର ପାତ୍ର। ହେ ପଲେଷ୍ଟୀୟମାନଙ୍କର ଦେଶ କିଣାନ, ତୁମ୍ଭମାନଙ୍କର ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ଅଛି; ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ତହିଁରେ ତୁମ୍ଭ ମଧ୍ୟରେ ନିବାସୀ କେହି ରହିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)5 ସମୁଦ୍ରକୂଳ ନିବାସୀଗଣ, କରେଥୀୟ ଗୋଷ୍ଠୀ ସନ୍ତାପର ପାତ୍ର। ହେ ପଲେଷ୍ଟୀୟମାନଙ୍କର ଦେଶ କିଣାନ, ତୁମ୍ଭମାନଙ୍କର ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ଅଛି; ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ତହିଁରେ ତୁମ୍ଭ ମଧ୍ୟରେ ନିବାସୀ କେହି ରହିବ ନାହିଁ। Gade chapit laଓଡିଆ ବାଇବେଲ5 ସମୁଦ୍ର କୂଳ ନିବାସୀଗଣ, କରେଥୀୟ ଗୋଷ୍ଠୀ ସନ୍ତାପର ପାତ୍ର। ହେ ପଲେଷ୍ଟୀୟମାନଙ୍କର ଦେଶ କିଣାନ, ତୁମ୍ଭମାନଙ୍କର ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ଅଛି; ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ତହିଁରେ ତୁମ୍ଭ ମଧ୍ୟରେ ନିବାସୀ କେହି ରହିବ ନାହିଁ। Gade chapit laପବିତ୍ର ବାଇବଲ5 ତୁମ୍ଭେ କରେଥୀୟର ଲୋକମାନେ, ତୁମ୍ଭେମାନେ ସମୁଦ୍ର ନିକଟରେ ରହୁଛ, ସଦାପ୍ରଭୁଙ୍କଠାରୁ ତୁମ୍ଭମାନଙ୍କ ବିଷୟରେ ଏହି ବାର୍ତ୍ତା ଅଟେ। ହେ କିଣାନ, ହେ ପଲେଷ୍ଟୀୟ, ତୁମ୍ଭେମାନେ ସମସ୍ତେ ଧ୍ୱଂସ ହେବ। ତୁମ୍ଭମାନଙ୍କ ମଧ୍ୟରୁ କେହି ବଞ୍ଚିବେ ନାହିଁ। Gade chapit la |