Biblia Todo Logo
Bib sou entènèt

- Piblisite -




ସିଫନୀୟ 2:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ସମୁଦ୍ର କୂଳ ଚରାସ୍ଥାନ, ମେଷପାଳକମାନଙ୍କର କୁଟୀର ଓ ମେଷପଲର ଖୁଆଡ଼ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପୁଣି, ସମୁଦ୍ରକୂଳ ଚରା ସ୍ଥାନ, ମେଷ-ପାଳକ-ମାନଙ୍କର କୁଟୀର ଓ ମେଷପଲର ଖୁଆଡ଼ ହେବ।

Gade chapit la Kopi

ଓଡିଆ ବାଇବେଲ

6 ପୁଣି, ସମୁଦ୍ର କୂଳ ଚରା ସ୍ଥାନ, ମେଷପାଳକମାନଙ୍କର କୁଟୀର ଓ ମେଷପଲର ଖୁଆଡ଼ ହେବ।

Gade chapit la Kopi

ପବିତ୍ର ବାଇବଲ

6 ସମୁଦ୍ର ନିକଟରେ ଥିବା ଭୂମି ମେଷପାଳକ ଓ ସେମାନଙ୍କର ମେଷମାନଙ୍କ ପାଇଁ ଶୂନ୍ୟ ହୋଇଯିବ।

Gade chapit la Kopi




ସିଫନୀୟ 2:6
6 Referans Kwoze  

ଆଉ, ଆମ୍ଭେ ରବ୍ବାକୁ ଉଷ୍ଟ୍ରଶାଳା କରିବା ଓ ଅମ୍ମୋନ-ସନ୍ତାନଗଣର ଦେଶକୁ ମେଷାଦି ପଲର ଶୟନ ସ୍ଥାନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।


ଅରୋୟରର ନଗରସବୁ ପରିତ୍ୟକ୍ତ ହୋଇଅଛି; ସେହି ସବୁ ପଶୁପଲର ପାଇଁ ହେବ, ସେମାନେ ସେଠାରେ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ।


ସେହି ସମୟରେ ମେଷଶାବକମାନେ ଆପଣା ଚରାସ୍ଥାନରେ ଚରିବା ପରି ଚରିବେ, ପୁଣି, ଭ୍ରମଣକାରୀମାନେ ହୃଷ୍ଟପୁଷ୍ଟ ଲୋକମାନଙ୍କର ଧ୍ୱଂସସ୍ଥାନ ଭୋଗ କରିବେ।


ଆଉ, ଯେସବୁ ପର୍ବତ କୋଡ଼ିରେ ଖୋଳା ହୋଇଥିଲା, ତୁମ୍ଭେ କାନକୋଳି ଓ କଣ୍ଟକ ବନର ଭୟରେ ସେ ସ୍ଥାନକୁ ଗମନ କରିବ ନାହିଁ, ମାତ୍ର ତାହା ବଳଦର ଚରାସ୍ଥାନ ଓ ମେଷର ପାଦ ତଳେ ଦଳିତ ହେବାର ସ୍ଥାନ ହେବ।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଏହି ନରଶୂନ୍ୟ ଓ ପଶୁଶୂନ୍ୟ ଧ୍ୱଂସସ୍ଥାନରେ ଓ ତହିଁର ସକଳ ନଗରରେ, ପୁନର୍ବାର ପଶୁପାଳକମାନଙ୍କର ବସତି ସ୍ଥାନ ହେବ, ସେମାନେ ସେସ୍ଥାନରେ ଆପଣା ଆପଣା ପଲମାନଙ୍କୁ ବିଶ୍ରାମ କରାଇବେ।


Swiv nou:

Piblisite


Piblisite