ସିଫନୀୟ 3:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତୁମ୍ଭେ ଆପଣାର ଯେଉଁସବୁ କ୍ରିୟାରେ ଆମ୍ଭର ଆଜ୍ଞାଲଙ୍ଘନ କରିଅଛ, ତହିଁ ସକାଶୁ ସେହି ଦିନ ତୁମ୍ଭେ ଲଜ୍ଜିତ ନୋହିବ; କାରଣ ସେସମୟରେ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଦର୍ପଯୁକ୍ତ ଉଲ୍ଲାସକାରୀମାନଙ୍କୁ ଦୂର କରିବା ଓ ତୁମ୍ଭେ ଆମ୍ଭ ପବିତ୍ର ପର୍ବତରେ ଆଉ ଅହଙ୍କାରୀ ନୋହିବ। Gade chapit laପବିତ୍ର ବାଇବଲ (Re-edited) - (BSI)11 ତୁମ୍ଭେ ଆପଣାର ଯେସବୁ କ୍ରିୟାରେ ଆମ୍ଭର ଆଜ୍ଞା ଲଙ୍ଘନ କରିଅଛ, ତହିଁ ସକାଶୁ ସେଦିନ ତୁମ୍ଭେ ଲଜ୍ଜିତ ନୋହିବ; କାରଣ ସେସମୟରେ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଦର୍ପଯୁକ୍ତ ଉଲ୍ଲାସକାରୀମାନଙ୍କୁ ଦୂର କରିବା ଓ ତୁମ୍ଭେ ଆମ୍ଭ ପବିତ୍ର ପର୍ବତରେ ଆଉ ଅହଙ୍କାରୀ ନୋହିବ। Gade chapit laଓଡିଆ ବାଇବେଲ11 ତୁମ୍ଭେ ଆପଣାର ଯେଉଁ ସବୁ କ୍ରିୟାରେ ଆମ୍ଭର ଆଜ୍ଞା-ଲଙ୍ଘନ କରିଅଛ, ତହିଁ ସକାଶୁ ସେହି ଦିନ ତୁମ୍ଭେ ଲଜ୍ଜିତ ନୋହିବ; କାରଣ ସେସମୟରେ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଦର୍ପଯୁକ୍ତ ଉଲ୍ଲାସକାରୀମାନଙ୍କୁ ଦୂର କରିବା ଓ ତୁମ୍ଭେ ଆମ୍ଭ ପବିତ୍ର ପର୍ବତରେ ଆଉ ଅହଙ୍କାରୀ ନୋହିବ। Gade chapit laପବିତ୍ର ବାଇବଲ11 “ତା'ପରେ ହେ ଯିରୁଶାଲମ, ତୁମ୍ଭର ଲୋକମାନେ ଆମ୍ଭ ବିରୁଦ୍ଧରେ କରିଥିବା ଅପରାଧ ଲାଗି ଆଉ ଲଜ୍ଜିତ ହେବେ ନାହିଁ। ଏହି କାରଣ ବଶତଃ ଆମ୍ଭେ ସମସ୍ତ ଅନ୍ୟଥା ଲୋକଙ୍କୁ ଯିରୁଶାଲମରୁ ତଡ଼ି ଦେଇଛୁ। ଆମ୍ଭର ପବିତ୍ର ପର୍ବତରେ ଆଉ କୌଣସି ଦାମ୍ଭିକ ଲୋକ କେବେହେଲେ ରହିବେ ନାହିଁ। Gade chapit la |
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ପବିତ୍ର ପର୍ବତରେ, ଇସ୍ରାଏଲର ଉଚ୍ଚତମ ପର୍ବତରେ, ସମୁଦାୟ ଇସ୍ରାଏଲ ବଂଶ, ସେମାନଙ୍କର ସମସ୍ତେ ହିଁ ସେଠାରେ ଦେଶ ମଧ୍ୟରେ ଆମ୍ଭର ସେବା କରିବେ; ସେହି ସ୍ଥାନରେ ଆମ୍ଭେ ସେମାନଙ୍କୁ ଗ୍ରାହ୍ୟ କରିବା ଓ ସେହି ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କର ଯାବତୀୟ ପବିତ୍ର ବସ୍ତୁ ସହିତ ତୁମ୍ଭମାନଙ୍କ ଉପହାର ଓ ପ୍ରଥମଜାତ ଫଳର ନୈବେଦ୍ୟ ଚାହିଁବା।