ସିଫନୀୟ 3:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତୁମ୍ଭର ଯେଉଁ ଲୋକମାନେ ମହାସଭା ବିଷୟରେ ଶୋଚନା କରନ୍ତି, ସେମାନଙ୍କୁ ଆମ୍ଭେ ଏକତ୍ର କରିବା; ତାହାର ଭାର ସେମାନଙ୍କ ପ୍ରତି ଲଜ୍ଜାର ବିଷୟ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)18 ତୁମ୍ଭର ଯେଉଁ ଲୋକମାନେ ମହାସଭା ବିଷୟରେ ଶୋଚନା କରନ୍ତି, ସେମାନଙ୍କୁ ଆମ୍ଭେ ଏକତ୍ର କରିବା; ତାହାର ଭାର ସେମାନଙ୍କ ପ୍ରତି ଲଜ୍ଜାର ବିଷୟ ଥିଲା। Gade chapit laଓଡିଆ ବାଇବେଲ18 ତୁମ୍ଭର ଯେଉଁ ଲୋକମାନେ ମହାସଭା ବିଷୟରେ ଶୋଚନା କରନ୍ତି, ସେମାନଙ୍କୁ ଆମ୍ଭେ ଏକତ୍ର କରିବା; ତାହାର ଭାର ସେମାନଙ୍କ ପ୍ରତି ଲଜ୍ଜାର ବିଷୟ ଥିଲା। Gade chapit laପବିତ୍ର ବାଇବଲ18 ସଦାପ୍ରଭୁ କହିଲେ, “ମୁଁ ତୁମ୍ଭମାନଙ୍କର ଲଜ୍ଜା ଅପମାନ ନେଇଯିବି। ସେହି ଲୋକମାନେ ତୁମ୍ଭକୁ ଆଘାତ କରିବା ବନ୍ଦ କରିବେ। Gade chapit la |