ସିଫନୀୟ 3:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ ରବ ଶୁଣିଲା ନାହିଁ; ସେ ଶିକ୍ଷା ଗ୍ରହଣ କଲା ନାହିଁ; ସେ ସଦାପ୍ରଭୁଙ୍କଠାରେ ନିର୍ଭର ରଖିଲା ନାହିଁ; ସେ ଆପଣା ପରମେଶ୍ୱରଙ୍କ ନିକଟକୁ ଆସିଲା ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)2 ସେ ରବ ଶୁଣିଲା ନାହିଁ; ସେ ଶିକ୍ଷା ଗ୍ରହଣ କଲା ନାହିଁ; ସେ ସଦାପ୍ରଭୁଙ୍କଠାରେ ନିର୍ଭର ରଖିଲା ନାହିଁ; ସେ ଆପଣା ପରମେଶ୍ଵରଙ୍କ ନିକଟକୁ ଆସିଲା ନାହିଁ। Gade chapit laଓଡିଆ ବାଇବେଲ2 ସେ ରବ ଶୁଣିଲା ନାହିଁ; ସେ ଶିକ୍ଷା ଗ୍ରହଣ କଲା ନାହିଁ; ସେ ସଦାପ୍ରଭୁଙ୍କଠାରେ ନିର୍ଭର ରଖିଲା ନାହିଁ; ସେ ଆପଣା ପରମେଶ୍ୱରଙ୍କ ନିକଟକୁ ଆସିଲା ନାହିଁ। Gade chapit laପବିତ୍ର ବାଇବଲ2 ତୁମ୍ଭର ଲୋକମାନେ ଆମ୍ଭକୁ ମାନିଲେ ନାହିଁ। ସେମାନେ ଆମ୍ଭ ଶିକ୍ଷା ଗ୍ରହଣ କଲେ ନାହିଁ। ଯିରୁଶାଲମ ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖିଲା ନାହିଁ। ସେମାନେ ତାଙ୍କ ପରମେଶ୍ୱରଙ୍କ ସନ୍ନିକଟକୁ ଗଲେ ନାହିଁ। Gade chapit la |
ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହାସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”