13 କିରିସ୍ଟକେ ମୁକା ମୁକା କରି ବାଗ୍ ବାଗ୍ କଲାପାରା ଦଲ୍ ଅଇଆଚାସ୍ । ମୁଇ ପାଉଲ୍, ତମର୍ ପାଇ କୁର୍ସେ ମରିରଇଲି କି ? କି ତମେ ପାଉଲର୍ ନାଉଁ ଦାରି ଡୁବନ୍ ନେଇରଇଲାସ୍ ?
ଆମ୍କେ ଗଟେକ୍ ମାପ୍ରୁ ଆଚେ, ସମାନ୍ ସିକିଆଇ ବିସ୍ବାସ୍ କଲୁନି ଆରି ସମାନ୍ ଡୁବନ୍ ନେଲୁ ଆଚୁ।
କାଇକେବଇଲେ, ଜଦି କେ ମିସା ତମର୍ ଲଗେ ଆସି କରି ଆମେ ତମ୍କେ ଜାନାଇରଇବା ଜିସୁର୍ ବିସଇକେ ଚାଡି, ବିନ୍ ସିକିଆ ଦେଲେ ତମେ ସାର୍ଦା ଅଇସା । ସୁକଲ୍ ଆତ୍ମାକେ ନ ପାଇକରି ବିନ୍ ଆତ୍ମାକେ ପାଇଲାସ୍ନି । ଆରି ସେମନ୍ ଜନ୍ ସୁବ୍କବର୍ ଜାନାଇଲାଇନି, ସେଟା ଆମେ ଜାନାଇବା ସୁବ୍କବର୍ ନଏଁ ।
ପିତର୍ ସେମନ୍କେ କଇଲା, “ତମେ ଗଟେକ୍ ଗଟେକ୍ ଲକ୍ ପାପେଅନି ବାଉଡିକରି ଜିସୁ କିରିସ୍ଟର୍ ନାଉଁ ଦାରି ଡୁବନ୍ ନେବାର୍ ଆଚେ, ଜେନ୍ତାରି କି ତମର୍ ପାପ୍ ସବୁ କେମା ଅଇସି ଆରି ପରମେସର୍ ତମ୍କେ ସୁକଲ୍ ଆତ୍ମା ଦେଇସି ।
ସେମନ୍ ସବୁ ବାଦ୍ଲେ ଆରି ସମ୍ଦୁରେ ଡୁବନ୍ ନେଲାଇ । ମସାର୍ ସିସ୍ମନ୍ ବଲି ସେମନ୍କେ ଗଟେକ୍ ଚିନ୍ ରଇଲା ।
ଏଟା ସୁନି ସେମନ୍ ମାପ୍ରୁ ଜିସୁର୍ ନାଉଁ ଦାରି ଡୁବନ୍ ନେଲାଇ ।
ସେଟାର୍ ପାଇ ପିତର୍ ସେମନ୍କେ ଜିସୁକିରିସ୍ଟର୍ ନାଉଁ ଦାରି ଡୁବନ୍ ଦେଲାପଚେ କର୍ନିଲିଅ ଆରି ତାର୍ ସଙ୍ଗ୍ ରଇବାଲକ୍ମନ୍ ତାକେ ଆରି କେତେ ଦିନ୍ ସେମନର୍ ସଙ୍ଗ୍ ରଇବାକେ ବାବୁଜିଆ କଲାଇ ।
ଏ ସୁବ୍କବର୍ ଚାଡି ଆରି ଗଟେକ୍ ବିନ୍ ସୁବ୍କବର୍ ନାଇ । ମାତର୍ ମୁଇ ଏନ୍ତି କଇଲିନି, କାଇକେ ବଇଲେ କେତେଲକ୍ କିରିସ୍ଟର୍ ସୁବ୍କବର୍ ବିନ୍ ବିନ୍ ରକାମ୍ କରି, ତମ୍କେ କଚପଚ କର୍ବାକେ ଚେସ୍ଟା କଲାଇନି ବଲି ମୁଇ ସୁନ୍ଲିନି ।
ତେବେ ତମେ ଦେସ୍ମନ୍କେ ରଇବା ସବୁ ବାସାର୍ ଲକ୍ମନର୍ ଲଗେ ଜାଇ, ସେମନ୍କେ ମର୍ ସିସ୍ କରାଆ । ବାବା, ପଅ ଆରି ସୁକଲ୍ ଆତ୍ମାର୍ ନାଉଁଦାରି ସେମନ୍କେ ଡୁବନ୍ ଦିଆସ୍ ।
ଏ ଜିସୁ କିରିସ୍ଟ ଆମର୍ ଲାଗି ମର୍ବାକେ ନିଜେ ସର୍ପିଅଇଲା । ପାପର୍ ବାନ୍ଦନେଅନି ମୁକ୍ଲାଇବାକେ ଆରି ତାର୍ପାଇ ସୁକଲ୍ ଲକ୍ କରାଇବାକେ ସେ ଏନ୍ତି କଲା । ସେ ଦେକ୍ବା ଇସାବେ, ଦରମ୍ କାମ୍ କର୍ବାକେ ବେସି ମନ୍ କର୍ବା ଲକ୍ ଅଇବାକେ ମିସା ।
ତମେ ମର୍ ନାଉଁ ଦାରି ଡୁବନ୍ ନେଇଆଚାସ୍ ବଲି କେଡେବେଲେ କେ ମିସା କଇଦେବାଇ ।
କାଇକେବଇଲେ କିରିସ୍ଟ ମରିଗାଲା ଆରି ମଲାତେଇଅନି ଆରିତରେକ୍ ଉଟ୍ଲା । ସେଟାର୍ପାଇ ସେ ମଲାଲକ୍ମନ୍କେ ଆରି ଜିବନ୍ ରଇଲା ଲକ୍ମନ୍କେ ସାସନ୍ କର୍ସି ।
କାଇକେ ବଇଲେ ସେଡ୍କିବେଲ୍ ଜାକ କାର୍ ଉପ୍ରେ ସୁକଲ୍ ଆତ୍ମା ଉତ୍ରି ନ ରଇଲା । ସେମନ୍କେ ଜିସୁକିରିସ୍ଟର୍ ନାଉଁଦାରି ଅବ୍କାସେ ଡୁବନ୍ ଦେଇରଇଲା ।
ଆରି ନିଜର୍ ନିଜର୍ ପାପ୍ କଲାଟା ମାନିଅଇକରି ଜଅନର୍ ଟାନେ ଜାଇ ଜର୍ଦନ୍ ଗାଡେ ଡୁବନ୍ ନେଇତେ ରଇଲାଇ ।