୧ମ କରନ୍ତିୟ 1:18 - ସତିଅର୍ ବାଟ୍ ନୁଆ ନିୟମ୍ 202018 କୁରୁପ୍ନାସ୍ ଅଇଜାଇତେରଇବା ଲକ୍ମନର୍ପାଇ, କୁରୁସେ ଅଇଲା କିରିସ୍ଟର୍ ମରନର୍ କାତା, କାଇ ମୁଲିଅ ନାଇ । ମାତର୍, ଆମର୍ପାଇ ସେଟା ପର୍ମେସରର୍ ବପୁ । ଆମେ ମୁକ୍ତି ପାଇତେରଇବା ଲକ୍ମନ୍ । Gade chapit la |
କେତେଟା ଏପିକିଉରିଆନ୍ ଆରି ଟଇକ୍ ସିକିଆ ଦେବା ଗୁରୁମନର୍ ସଙ୍ଗ୍ ଦଦାପେଲା ଅଇଲାଇ । ସେମନର୍ ବିତ୍ରେଅନି କେତେ ଲକ୍ କଇଲାଇ, “ଏ ବକୁଆ ବଡ୍ପନିଆ, କାଇଟା କଇବାକେ ଚେସ୍ଟା କଲାନି ?” ବିନ୍ ଲକ୍ମନ୍ କଇଲାଇ, “ବିନ୍ ଦେସେ ରଇବା ଦେବ୍ତାମନର୍ ବିସଇ, ସେ ଜାନାଇଲାନି ପାରା ଲାଗ୍ଲାନି ।” ଜିସୁ ଆରି ତରେକ୍ ଜିବନ୍ ଅଇ ଉଟ୍ଲା ବିସଇ ପାଉଲ୍ ଜାନାଇବାଟା ସୁନି ସେମନ୍ ଏନ୍ତି କଇଲାଇ ।