୧ମ କରନ୍ତିୟ 1:27 - ସତିଅର୍ ବାଟ୍ ନୁଆ ନିୟମ୍ 202027 ପର୍ମେସର୍ ଗିଆନି ଲକ୍ମନ୍କେ ଲାଜ୍ କରାଇବାକେ ଜଗତର୍ ଦୁର୍ବଲ୍ ଲକ୍ମନ୍କେ ବାଚ୍ଲା, ଜେନ୍ତିକି ଜଗତେ ଗିଆନି ରଇବା ଲକ୍ମନ୍ ଆରି ବପୁ ରଇବା ଲକ୍ମନ୍ ଲାଜ୍ ଅଇଜିବାଇ । Gade chapit la |
କେତେଟା ଏପିକିଉରିଆନ୍ ଆରି ଟଇକ୍ ସିକିଆ ଦେବା ଗୁରୁମନର୍ ସଙ୍ଗ୍ ଦଦାପେଲା ଅଇଲାଇ । ସେମନର୍ ବିତ୍ରେଅନି କେତେ ଲକ୍ କଇଲାଇ, “ଏ ବକୁଆ ବଡ୍ପନିଆ, କାଇଟା କଇବାକେ ଚେସ୍ଟା କଲାନି ?” ବିନ୍ ଲକ୍ମନ୍ କଇଲାଇ, “ବିନ୍ ଦେସେ ରଇବା ଦେବ୍ତାମନର୍ ବିସଇ, ସେ ଜାନାଇଲାନି ପାରା ଲାଗ୍ଲାନି ।” ଜିସୁ ଆରି ତରେକ୍ ଜିବନ୍ ଅଇ ଉଟ୍ଲା ବିସଇ ପାଉଲ୍ ଜାନାଇବାଟା ସୁନି ସେମନ୍ ଏନ୍ତି କଇଲାଇ ।