୧ମ କରନ୍ତିୟ 12:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 କାକେ କାକେ କାବାଅଇଜିବା କାମ୍ କରିପାର୍ବା ବପୁ, କାକେ କାକେ ପର୍ମେସର୍ ଜାନାଇଲା କାତା କଇବା ବପୁ, କେତେ ଲକ୍କେ ଆତ୍ମା ଦେଇରଇବା ଦାନ୍ ଚିନ୍ବା ବପୁ, ଆରି କେତେକ୍ ଲକ୍କେ ସେ ନାଜାନି ରଇବା ବିନ୍ ବିନ୍ ବାସାଇ କାତା କଇବା ବପୁ, ଆରି କେତେକ୍ ଲକ୍କେ ସେ ବାସାର୍ ଅରତ୍ ବୁଜାଇବା ବପୁ ଦେଇରଇସି । Gade chapit la |
ଏ ଆଲାଦର୍ ବାଇବଇନିମନ୍, ଜଦି କେ ମିସା ପର୍ମେସରର୍ ଆତ୍ମା ମର୍ଟାନେ ଆଚେ, ବଲି କଇବା ଲକ୍ମନର୍ କାତା ବିସ୍ବାସ୍ କର୍ବାର୍ ନାଇ । ମାତର୍ ସେନ୍ତାରି ଲକର୍ଟାନେ ସତଇସେ ପର୍ମେସରର୍ ଆତ୍ମା ଆଚେ କି ନାଇ ଜାନ୍ବାକେ ମନ୍ଦିଆନ୍ ଦେଇ ସେ କଇବା କାତା ପରିକା କର୍ବାର୍ ଆଚେ । କାଇକେବଇଲେ ମିଚ୍ କାତା ସିକାଉମନ୍ ବେସି ଲକ୍ ବାରଇଆଚତ୍ । ପର୍ମେସରର୍ ଟାନେଅନି ମିଲାଇଲା କବର୍ ବଲି ସବୁବାଟେ ଗାଲାଇ ଆଚତ୍ ।
ମୁଇ ତମର୍ ଚଲାଚଲ୍ତି ଜାନି । ତମେ ଆବଡ୍ ଅଇ ପାଇଟି କର୍ବାଟା ଆରି ଦୁକ୍ କସ୍ଟ ଆଇଲେ ମିସା ମୁର୍ଚି କରି ରଇବାଟା ମୁଇ ଜାନି । କରାପ୍ ଲକର୍ କାମ୍ ତମ୍କେ ସାର୍ଦା ନ କରାଏ ବଲି ମୁଇ ଜାନି । ଜନ୍ ଲକ୍ମନ୍ ଆମେ ପେରିତ୍ସିସ୍ ବଲି ନାଡାଇଲାଇନି, ସେମନ୍ ସତ୍ କି ମିଚ୍ ବଲି ତମେ ପରିକା କରିଆଚାସ୍ । ସେମନ୍ ମିଚ୍ କଇଲାଇନି ବଲି ତମେ ଜାନିଆଚାସ୍ ।