୧ମ କରନ୍ତିୟ 14:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 କାଇକେବଇଲେ ଜେ ନାଜାନ୍ଲା ବାସା ସଙ୍ଗ୍ କାତା ଅଇସି, ସେ ଲକ୍ମନର୍ ସଙ୍ଗ୍ ନାଇ, ମାତର୍ ପର୍ମେସର୍ ସଙ୍ଗ୍ କାତା ଅଇଲାନି । କାଇକେବଇଲେ ତାର୍ କାତା କେ ମିସା ବୁଜତ୍ ନାଇ । ସେମନ୍ ଆତ୍ମାର୍ ବପୁର୍ ସଙ୍ଗ୍ ଲୁଚ୍ତେ ରଇବା ସତ୍ ବିସଇ କାତା ଅଇଲାଇନି । Gade chapit la |
ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”
ଏ ସବୁ ବିସଇ ତମ୍କେ ଆତ୍ମା ଇସାବେ ସାର୍ଦା କରାଇବାପାଇ ମୁଇ କଲିନି । ଜେନ୍ତାରିକି ତମେ ଗଟେକ୍ ମନ୍ ଅଇକରି ଆଲାଦ୍ କରାକରି ଅଇସା । ତମେ ପୁରାପୁରୁନ୍ ବୁଜ୍ବାବେଲେ ବେସି ଆସା ଆରି ସାର୍ଦା ଅଇରଇସା । ଜଦି ତମ୍କେ ଏ ଆସା ରଇଲେ, ପର୍ମେସର୍ ଜଜ୍ନା କଲାଟା ଜାନିପାରାସ୍ । ସେ ଆସା ପୁର୍ବେ ରଇଲା ଲକ୍ମନ୍କେ ଜାନାଇ ନ ରଇଲା । ସେଟା ନିଜେ କିରିସ୍ଟର୍ ବିସଇସେ ।
କିରିସ୍ଟର୍ ଏ ଗାଗ୍ଡେ ପର୍ମେସର୍ ବିନ୍ ବିନ୍ ଲକ୍ମନ୍କେ ବିନ୍ ବିନ୍ କାମ୍ ଦେଲାଆଚେ । ପର୍ତୁମ୍ ପେରିତ୍ ଇସାବେ ବାଚ୍ଲା ଲକ୍, ତାର୍ ପଚେ ବବିସତ୍ କାତା କଇବା ଲକ୍ମନ୍କେ, ସିକାଉମନ୍କେ, କାବାଅଇଜିବା କାମ୍ କର୍ବା ଲକ୍କେ, ନିକ କର୍ବା ଲକ୍ମନ୍କେ, ସାଇଜ କର୍ବା ଲକ୍ମନ୍କେ, ନେତା ଇସାବେ ଦାଇତ୍ ନେବାକେ, ଆରି ନାଜାନ୍ଲା ବାସାଇ କାତା କଇବା ଲକ୍ମନ୍କେ ବାଚ୍ଲା ଆଚେ ।
ଏ ବାଇବଇନିମନ୍, ମର୍ କଇବା କାତା ଅଇଲାନି, ତମେ ଉପାସନା କର୍ବାକେ ରୁଣ୍ଡ୍ଲା ବେଲାଇ ଏନ୍ତାରି କରା । ତମର୍ ବିତ୍ରେଅନି କାକେ କାକେ ଗିତ୍ ଆଚେ, କାକେ କାକେ, ସିକିଆ ଦେବାଟା ଆଚେ, ଆରି କାକେ କାକେ ପର୍ମେସରର୍ ଟାନେ ଅନି କାତା ପାଇ, ସେଟା ଜାନାଇବାଟା ଆଚେ, କି ନାଜାନ୍ଲା ବାସାଇ କାତା କଇବାଟା ଆଚେ, ଆରି କାକେ କାକେ ନାଜାନ୍ଲା ବାସାଇ କଇଲା କାତାର୍ ଅରତ୍ ବୁଜାଇବା ବପୁ ଆଚେ, ଏନ୍ତି କାଇଟା ନଇଲେ କାଇଟା ଆଚେ । ଏଟା ସବୁ ଅଇସି, ତେବେ ମଣ୍ଡଲିର୍ ବିସ୍ବାସି ମନର୍ ବିସ୍ବାସ୍ ଡାଁଟ୍ ଅଇସି ।