୧ମ କରନ୍ତିୟ 14:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ଜେ ନାଜାନ୍ଲା ବାସାଇ କାତାଅଇସି, ସେଟା ତାର୍ ନିଜର୍ ବିସ୍ବାସ୍କେ ଡାଟ୍ କରାଇସି । ମାତର୍ ଜେ କି ପର୍ମେସରର୍ ବାକିଅ ଜାନାଇସି, ସେ ଗୁଲାଇ ମଣ୍ଡଲିର୍ ବିସ୍ବାସ୍ ଡାଟ୍ କରାଇସି । Gade chapit la |
ଏ ବାଇବଇନିମନ୍, ମର୍ କଇବା କାତା ଅଇଲାନି, ତମେ ଉପାସନା କର୍ବାକେ ରୁଣ୍ଡ୍ଲା ବେଲାଇ ଏନ୍ତାରି କରା । ତମର୍ ବିତ୍ରେଅନି କାକେ କାକେ ଗିତ୍ ଆଚେ, କାକେ କାକେ, ସିକିଆ ଦେବାଟା ଆଚେ, ଆରି କାକେ କାକେ ପର୍ମେସରର୍ ଟାନେ ଅନି କାତା ପାଇ, ସେଟା ଜାନାଇବାଟା ଆଚେ, କି ନାଜାନ୍ଲା ବାସାଇ କାତା କଇବାଟା ଆଚେ, ଆରି କାକେ କାକେ ନାଜାନ୍ଲା ବାସାଇ କଇଲା କାତାର୍ ଅରତ୍ ବୁଜାଇବା ବପୁ ଆଚେ, ଏନ୍ତି କାଇଟା ନଇଲେ କାଇଟା ଆଚେ । ଏଟା ସବୁ ଅଇସି, ତେବେ ମଣ୍ଡଲିର୍ ବିସ୍ବାସି ମନର୍ ବିସ୍ବାସ୍ ଡାଁଟ୍ ଅଇସି ।
ତମେ ସବୁଲକ୍ ନାଜାନ୍ଲା ବାସାଇ କାତା ଅଇଲେ ମୁଇ ସାର୍ଦା ଅଇବି । ମାତର୍ ପର୍ମେସରର୍ ବାକିଅ ଜାନାଇବାକେ ବପୁ ଉଆ ବଲି ମୁଇ ଅଦିକ୍ ମନ୍ କଲିନି । କାଇକେବଇଲେ ପର୍ମେସରର୍ ବାକିଅ ପାଇକରି ଜାନାଇବା ଲକ୍, ନାଜାନ୍ବା ବାସାଇ କାତା ଅଇବା ଲକର୍ ଟାନେଅନି ମୁକିଅ । ଜଦି ମଣ୍ଡଲିର୍ କେ ମିସା ସେ କଇଲା ବିସଇର୍ ଅରତ୍ ନ ବୁଜାଇବାଜାକ ଗୁଲାଇ ମଣ୍ଡଲି ସାଇଜ ନଏଁ ।
କିରିସ୍ଟର୍ ଏ ଗାଗ୍ଡେ ପର୍ମେସର୍ ବିନ୍ ବିନ୍ ଲକ୍ମନ୍କେ ବିନ୍ ବିନ୍ କାମ୍ ଦେଲାଆଚେ । ପର୍ତୁମ୍ ପେରିତ୍ ଇସାବେ ବାଚ୍ଲା ଲକ୍, ତାର୍ ପଚେ ବବିସତ୍ କାତା କଇବା ଲକ୍ମନ୍କେ, ସିକାଉମନ୍କେ, କାବାଅଇଜିବା କାମ୍ କର୍ବା ଲକ୍କେ, ନିକ କର୍ବା ଲକ୍ମନ୍କେ, ସାଇଜ କର୍ବା ଲକ୍ମନ୍କେ, ନେତା ଇସାବେ ଦାଇତ୍ ନେବାକେ, ଆରି ନାଜାନ୍ଲା ବାସାଇ କାତା କଇବା ଲକ୍ମନ୍କେ ବାଚ୍ଲା ଆଚେ ।