୧ମ କରନ୍ତିୟ 16:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ଜିଉଦା ମଣ୍ଡଲିର୍ ବିସ୍ବାସିମନ୍କେ ଡାବୁ ସାଇଜ କର୍ବା ବିସଇ ମୁ ଲେକ୍ଲିନି । ମୁ ଗାଲାତିଅ ମଣ୍ଡଲିମନ୍କେ ଜାଇଟା କର୍ବାକେ ଆଦେସ୍ ଦେଲିଆଚି, ସେ ଆଦେସ୍ ଡାଁଟ୍ ସଙ୍ଗ୍ କର୍ବାର୍ଆଚେ । Gade chapit la |
ସେଟାର୍ପାଇ ମୁଇ ତିମତିକେ ତମର୍ ଲଗେ ପାଟାଇ ଆଚି । ମୁଇ ତାକେ ଆଲାଦ୍ କଲିନି । ସେ ମର୍ ନିଜର୍ ପିଲା ପାରା ଆରି ମାପ୍ରୁର୍ ସେବାକାମେ ସବୁ ନିକସଙ୍ଗ୍ କର୍ସି । ଜେଡ୍କିବେଲେ ସେ ତମର୍ଟାନେ ଆଇସି, କିରିସ୍ଟର୍ତେଇ ମିସ୍ଲାର୍ ପାଇ ବଲି ମୁଇ କେନ୍ତି ଚଲାଚଲ୍ତି କଲିନି, ସେ ବିସଇନେଇ ସେ ତମ୍କେ କଇସି । ସେ ସମାନ୍ ବିସଇ, ସବୁ ମଣ୍ଡଲିର୍ ବିସ୍ବାସିମନ୍କେ ମୁଇ ସିକାଇଲିନି ।