୧ମ କରନ୍ତିୟ 2:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ମାତର୍ ସୁକଲ୍ଆତ୍ମା ନ ପାଇ ରଇବା ଲକ୍, ଆତ୍ମାର୍ ବିସଇ ନ ମାନେ, ମାତର୍ ସେଟାମନ୍ ତାର୍ପାଇ ଗଟେକ୍ କାଇଟା ନାଜାନ୍ବା ବକୁଆ ପାରା, ଆରି ସେ ସେଟା ବୁଜି ନାପାରେ, କାଇକେବଇଲେ ସେ ସବୁ ବିସଇ ସୁକଲ୍ ଆତ୍ମା ସିକାଇଲେ ସେ ବୁଜିଅଇସି । Gade chapit la |
ମାତର୍ ତମେ ନାଡାଇ ନ ଉଆସ୍ । କାଇକେବଇଲେ କିରିସ୍ଟ ତାର୍ ସୁକଲ୍ଆତ୍ମା ତମ୍କେ ଦେଇଆଚେ । ସେ ସୁକଲ୍ଆତ୍ମା ଏବେ ମିସା ତମର୍ ବିତ୍ରେ ଆଚେ । ତେବର୍ପାଇ କେ ମିସା ବିନ୍ ଲକ୍ ତମ୍କେ ସିକାଇବାକେ ଲଡାନାଇ । ସୁକଲ୍ଆତ୍ମା ତମ୍କେ ସବୁ ବିସଇର୍ ସତ୍ ସିକାଇସି । ତେଇ ସେ ଜନ୍ଟା ସିକାଇସି, ସେଟା ପୁରାପୁରୁନ୍ ସତ୍ । ତେଇ କାଇ ବୁଲ୍ ବିସଇ ନ ରଏ । ତେବର୍ପାଇ ମୁଇ ତମ୍କେ କଇଲିନି, କିରିସ୍ଟର୍ ସଙ୍ଗ୍ ମିସିରୁଆ ।
କେତେଟା ଏପିକିଉରିଆନ୍ ଆରି ଟଇକ୍ ସିକିଆ ଦେବା ଗୁରୁମନର୍ ସଙ୍ଗ୍ ଦଦାପେଲା ଅଇଲାଇ । ସେମନର୍ ବିତ୍ରେଅନି କେତେ ଲକ୍ କଇଲାଇ, “ଏ ବକୁଆ ବଡ୍ପନିଆ, କାଇଟା କଇବାକେ ଚେସ୍ଟା କଲାନି ?” ବିନ୍ ଲକ୍ମନ୍ କଇଲାଇ, “ବିନ୍ ଦେସେ ରଇବା ଦେବ୍ତାମନର୍ ବିସଇ, ସେ ଜାନାଇଲାନି ପାରା ଲାଗ୍ଲାନି ।” ଜିସୁ ଆରି ତରେକ୍ ଜିବନ୍ ଅଇ ଉଟ୍ଲା ବିସଇ ପାଉଲ୍ ଜାନାଇବାଟା ସୁନି ସେମନ୍ ଏନ୍ତି କଇଲାଇ ।