୧ମ କରନ୍ତିୟ 4:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ଆମେ କିରିସ୍ଟର୍ ଲାଗି ବକୁଆ ଲକ୍, ମାତର୍ ତମେ କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ ପାଇ ବୁଦିରଇବା ଲକ୍ । ଆମେ ଦୁର୍ବଲ୍, ମାତର୍ ତମେ ବପୁରଇବା ଲକ୍, ତମ୍କେ ଲକ୍ମନ୍ ସନ୍ମାନ୍ ଦେଲାଇନି, ମାତର୍ ଆମ୍କେ ସନ୍ମାନ୍ ମିଲେନାଇ । Gade chapit la |
କେତେଟା ଏପିକିଉରିଆନ୍ ଆରି ଟଇକ୍ ସିକିଆ ଦେବା ଗୁରୁମନର୍ ସଙ୍ଗ୍ ଦଦାପେଲା ଅଇଲାଇ । ସେମନର୍ ବିତ୍ରେଅନି କେତେ ଲକ୍ କଇଲାଇ, “ଏ ବକୁଆ ବଡ୍ପନିଆ, କାଇଟା କଇବାକେ ଚେସ୍ଟା କଲାନି ?” ବିନ୍ ଲକ୍ମନ୍ କଇଲାଇ, “ବିନ୍ ଦେସେ ରଇବା ଦେବ୍ତାମନର୍ ବିସଇ, ସେ ଜାନାଇଲାନି ପାରା ଲାଗ୍ଲାନି ।” ଜିସୁ ଆରି ତରେକ୍ ଜିବନ୍ ଅଇ ଉଟ୍ଲା ବିସଇ ପାଉଲ୍ ଜାନାଇବାଟା ସୁନି ସେମନ୍ ଏନ୍ତି କଇଲାଇ ।