୧ମ କରନ୍ତିୟ 6:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ମନେରଅ ଜନ୍ ଲକ୍ମନ୍ ପାପେରଇକରି ବଁଚ୍ବାଇ ସେମନ୍ ପର୍ମେସରର୍ ରାଇଜେ ଜାଇ ନାପାରତ୍ । ନିଜେ ନାଡାଇ ଉଆନାଇ । ଜନ୍ ଲକ୍ମନ୍ ନିୟମ୍ ବିରୁଦେ ଚଲାଚଲ୍ତି କଲାଇନି କି ମୁର୍ତି ପୁଜା କଲାଇନି କି ବେବିଚାର୍ କାମ୍ କଲାଇନି କି ମନସ୍ ମନସ୍ ବିତ୍ରେ ଆରି ମାଇଜି ମାଇଜି ବିତ୍ରେ ଅଇବା କାରାପ୍ କାମ୍ କଲାଇନି, ବେସିଆ କାମ୍ କଲାଇନି, Gade chapit la |
ମାତର୍ ଜେ ମର୍ସଙ୍ଗ୍ ଆଇବାକେ ଡର୍ବାଇ, ଆରି ବିସ୍ବାସ୍ ନ କରତ୍, ଜାର୍ ଚଲାଚଲ୍ତି କାରାପ୍, ଜେ କି ନର୍ମାରୁମନ୍ ଆଚତ୍, ଜନ୍ ଲକ୍ମନ୍ କାରାପ୍ ରିତିନିତି ଅବିଆସ୍ କର୍ବାଇ, ଜନ୍ଲକ୍ମନ୍ ମଁତର୍ ଜଁତର୍ କର୍ବାଇ ଆରି ଜନ୍ ଲକ୍ମନ୍ ମିଚ୍ ଦେବ୍ତାମନ୍କେ ଜୁଆର୍ କର୍ବାଇ, ଆରି ଜେତ୍କି ସବୁ ମିଚୁଆମନ୍ ରଇବାଇ, ତାକର୍ ସେସର୍ ବେଲା ଏନ୍ତାରି ଅଇସି । ସେମନ୍କେ ଲାଗ୍ତେରଇବା ଗନ୍ଦ୍ଟାନେ ପିଙ୍ଗା ଅଇସି । ସେଟା ଅଇଲାନି ପଚର୍ ମରନ୍ ।
ମୁଇ ଚିନ୍ତାଇ ଆଚି ଜେ, ମୁଇ ଆରିତରେକ୍ ଆଇଲାବେଲେ, ତମର୍ ମୁଆଟେ ମକେ ପର୍ମେସର୍ ଲାଜ୍ କରାଇସି । ଆରି ମୁଇ ବେସି ଦୁକ୍ ଅଇବି । କାଇକେବଇଲେ, ଆଗେ ଜେତ୍କି ଲକ୍ ପାପ୍ କରି ଆଚତ୍ ବଲି ମୁଇ ଜାନିଆଚି । ସେମନ୍ ଏବ୍କେ ଜାକ ତାକର୍ କାରାପ୍ ଚଲାଚଲ୍ତିର୍ ଲାଗି ମାନି ଅଅତ୍ ନାଇ । ଜନ୍ଟାକି ନିଜର୍ କାରାପ୍ ମନ୍ କଲା ଇସାବେ ବଁଚ୍ବାଟା ଆରି ବେସିଆ କାମ୍ କର୍ବାଟା ।