୧ ମ ଜଅନ୍ 1:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ଆମେ କେବେମିସା ପାପ୍ କରୁନାଇ ବଲି କଇଲେ, ଆମେ ନିଜେସେ ନାଡାଇଅଇଲୁନି । ଆରି ସତ୍ ବିସଇ ଆମେ ନାଜାନ୍ଲୁନି । Gade chapit la |
ବିନ୍ ଲକ୍ମନ୍କେ ସେମନ୍ ବେସି ଦୁକ୍ କସ୍ଟ ଦେଲାଇଆଚତ୍କେ ପର୍ମେସର୍ ମିସା ସେମନ୍କେ ଦୁକ୍ କସ୍ଟ ଦେଇସି । ନିଜର୍ ଗାଗଡ୍ ମନ୍ କଲାଟା ପୁରାପୁରୁନ୍ କର୍ବାକେ ସେମନ୍ କାଇଟା ମିସା କର୍ବାଇ । ସେଟା ଦିନ୍ବେଲେ ମିସା କର୍ବାଇ । ମାତର୍ ସେମନ୍ ତମର୍ ସଙ୍ଗ୍ କାଇବାକେ ବସ୍ଲାବେଲେ ମିସା ସେନ୍ତାରି ଅଇତେରଇବାଇ, ଜନ୍ଟାକି ତମ୍କେ ଇଜତ୍ ଜିକି ଲାଜ୍ କରାଇସି ।
ସଇତାନ୍ ଅଇଲାନି ତମର୍ ବାବା । ଆରି ତମେ ସେ କର୍ବା କାରାପ୍ କାମ୍ମନ୍ କର୍ବାକେ ମନ୍ କଲାସ୍ନି । ସେ ଆଗ୍ତୁଅନି ଲକ୍ମନ୍କେ ନସ୍ଟ କଲାନି, ଆରି ସେ ସତ୍ ବିସଇ ଗିନ୍ କଲାନି । ତାର୍ତେଇ ସତ୍ ବିସଇ ନାଇ । ଜେଡେବେଲା ସେ ମିଚ୍ କଇଲାନି, ସେବେଲା ସେ ନିଜର୍ ଗୁନ୍ ଚଲନ୍ଅନି ସେନ୍ତି କଇଲାନି । କାଇକେ ବଇଲେ ସେ ମିଚ୍ କଇବା ଲକ୍, ଆରି ମିଚ୍ କଇବା ଲକ୍ମନର୍ ବାବା ।