୧ ମ ଜଅନ୍ 3:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ମାତର୍ ପାପ୍କରି ଲାଗିରଇବା ଲକ୍ମନ୍ ସଇତାନର୍ । କାଇକେବଇଲେ କାଇଟା ତିଆର୍ ନଅଇବା ଆଗ୍ତୁ ସଇତାନ୍ ପାପ୍ କରିଆଇଲାନି । ସଇତାନ୍ କରିରଇବା କାମ୍ କୁରୁପ୍ନାସ୍ କର୍ବାକେ ପର୍ମେସରର୍ ପଅ ଏ ଜଗତେ ଆଇଲା । Gade chapit la |
ସଇତାନ୍ ଅଇଲାନି ତମର୍ ବାବା । ଆରି ତମେ ସେ କର୍ବା କାରାପ୍ କାମ୍ମନ୍ କର୍ବାକେ ମନ୍ କଲାସ୍ନି । ସେ ଆଗ୍ତୁଅନି ଲକ୍ମନ୍କେ ନସ୍ଟ କଲାନି, ଆରି ସେ ସତ୍ ବିସଇ ଗିନ୍ କଲାନି । ତାର୍ତେଇ ସତ୍ ବିସଇ ନାଇ । ଜେଡେବେଲା ସେ ମିଚ୍ କଇଲାନି, ସେବେଲା ସେ ନିଜର୍ ଗୁନ୍ ଚଲନ୍ଅନି ସେନ୍ତି କଇଲାନି । କାଇକେ ବଇଲେ ସେ ମିଚ୍ କଇବା ଲକ୍, ଆରି ମିଚ୍ କଇବା ଲକ୍ମନର୍ ବାବା ।
ତାର୍ପଚେ ସଇତାନ୍ ଜେ କି ସେମନ୍କେ ନାଡାଇଲା, ଜଇ ଆରି ଗନ୍ଦ୍ରସ୍ ରଇବା ଗାଡେ ପିଙ୍ଗାଅଇଲା । ସେ ପସୁ ଆରି ମିଚ୍ କଇବା ବବିସତ୍ବକ୍ତା ଆଗେଅନି ତେଇ ପିଙ୍ଗାଅଇରଇଲାଇ । ସେମନ୍ ତେଇରଇକରି ଦିନ୍ ରାତି କାଲ୍ କାଲ୍ ଜୁଗ୍ ଜୁଗ୍ ସେ ଲକ୍ମନ୍କେ କାବା କରିରଇଲା, ତାକେ ଜଇ ଆରି ଗନ୍ଦ୍ତେ ରଇବା ଗାଡେ ନସ୍ଟ କରାଇଲା, ସେ ତେଇ ସେ ପସୁ ଆରି ମିଚ୍ସିକିଆ ଦେଉଁ ବାବବାଦିମନ୍ ମିସା ଆଚତ୍, ଆରି ସେ ଲକ୍ମନ୍ ଦିନ୍ରାତିଜାକ କସ୍ଟ ବଗ୍ବାଇ ।
ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”