୧ ମ ଜଅନ୍ 5:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 ଜଦି ତମର୍ ସଙ୍ଗର୍ ବିସ୍ବାସି ବାଇ ପାପ୍କଲାନି ବଲି ଜାନ୍ଲେ, ଆରି ସେ ପାପ୍, ଲକ୍କେ ପର୍ମେସରର୍ ଟାନେଅନି ସବୁଦିନର୍ପାଇ ବେଗଲ୍ବା ପାରା ପାପ୍ ନଇଲେ, ସେ ଲକ୍କେ ରକିଆ କର ବଲି ତାକେ ଗୁଆରି କର୍ବାର୍ ଆଚେ । ଆରି ପର୍ମେସର୍ ସେ ଲକ୍କେ କେମାକରି ରକିଆ କର୍ସି । ଏଟା ଜେନ୍ତାରି ପାପ୍ ଜନ୍ଟା ମରନର୍ ବାଟେ ଲକ୍ମନ୍କେ ନ ଡାକିନେଏ, ସେନ୍ତାରି ପାପର୍ ପାଇ । ମାତର୍ ପର୍ମେସରର୍ ଟାନେଅନି ସବୁଦିନର୍ପାଇ ବେଗଲ୍ବା ପାରା ପାପର୍ ପାଇ, ତମେ ତାକେ ଗୁଆରି କରା ବଲି ମୁଇ କଇ ନାଇ । Gade chapit la |