୧ ମ ପିତର୍ 2:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ତାର୍ ଲଗେ ଆଇଲାର୍ପାଇ ତମେ ଜିବନ୍ ରଇବା ପାକ୍ନାପାରା ଅଇଆଚାସ୍ । କାଇକେବଇଲେ, ତମ୍କେ ଜଡିକରି ଗଟେକ୍ ଆତ୍ମା ରଇବା ମଣ୍ଡଲି ତିଆର୍ ଅଇଲାନି । ଆରି ପର୍ମେସରର୍ ସୁକଲ୍ ରଇବା ପୁଜାରି ଇସାବେ ତମେ ତାକେ ସେବା କଲାସ୍ନି । ଜିସୁକିରିସ୍ଟର୍ ଲାଗି ଏ ଆତ୍ମାର୍ ସେବା ପର୍ମେସର୍କେ ସାର୍ଦା କରାଇସି । Gade chapit la |
ସେଟାର୍ ପାଇ ଏ ବାଇବଇନିମନ୍, ଆମର୍ ଉପ୍ରେ ପରମେସରର୍ ବଡ୍ ଜିବନ୍ଦୁକାନିର୍ ଲାଗି, ତମ୍କେ ମୁଇ ବାବୁଜିଆ କଲିନି, ପରମେସରର୍ ଲଗେ ଗଟେକ୍ ବଲି ଇସାବେ ନିଜର୍ ଜିବନ୍ ସର୍ପିଦିଆସ୍ । ଏନ୍ତାରି ବଲି ଅଇବାଟା ମର୍ବାକେ ନଏଁ, ମାତର୍ ତାର୍ ସେବାକର୍ବାକେ ନିଜେ ସର୍ପି ଅଇବାଟା । ସେନ୍ତି ଅଇଲେ ପର୍ମେସର୍ ସାର୍ଦା ଅଇସି । ପର୍ମେସର୍କେ ଏ ରକାମ୍ ଉପାସନା କର୍ବାର୍ ଆଚେ ।
ପର୍ମେସରର୍ ମନ୍ଦିରେ ପୁତ୍ଲା ପୁଜା କର୍ବାର୍ ନ ଅଏ । ଆମେ ପର୍ମେସରର୍ ମନ୍ଦିର୍ ପାରା । କାଇକେବଇଲେ ଜିବନ୍ ରଇବା ପର୍ମେସର୍ ଆମର୍ ବିତ୍ରେ ବାସା ଅଇଆଚେ । ସେ ନିଜେ କଇଲାଆଚେ “ ଜନ୍ ଲକ୍ମନ୍ ମର୍ ଲକ୍, ମୁଇ ସେମନର୍ ସଙ୍ଗ୍ ରଇବି । ତାକର୍ ବିତ୍ରେ ଚାଲାବୁଲା କର୍ବି । ମୁଇ ସେମନର୍ ପର୍ମେସର୍ ଅଇବି । ଆରି ସେମନ୍ ମର୍ ଲକ୍ ଅଇବାଇ ।”
ଜନ୍ ଲକ୍ମନ୍ କବର୍ ଜାନାଇଲାଇନି, ଆମେ ପର୍ମେସରର୍ କବର୍ ଜାନାଇଲୁନି, ବଲି ଜାଗ୍ରତ୍ ରଇବାର୍ ଆଚେ । ଜନ୍ ଲକ୍ମନ୍ ତାକର୍ ବାଇବଇନିମନ୍କେ ସେବା କଲାଇନି, ଆମେ ପର୍ମେସର୍ ବପୁ ଦେଲାକେସେ, ସେବାକଲୁନି ବଲି ଏତାଅତ୍ । ତମେ କରିରଇବା ସବୁ କାମେ ଜିସୁକିରିସ୍ଟର୍ଟାନେଅନି ପର୍ମେସର୍ ଡାକ୍ପୁଟା ପାଅ । ସେ ଆକା କାଲ୍ କାଲ୍ ଜୁଗ୍ ଜୁଗ୍ ମଇମା ଆରି ବପୁ ପାଇସି । ଆମେନ୍ !