୧ ତେସଲନିକିୟ 1:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ମୁଇ ପାଉଲ ଆରି ମର୍ ବାଇମନ୍ ସିଲାନ୍, ଆରି ତିମତି ତେସଲନିକିୟ ମଣ୍ଡଲିତେଇ ରଇବା ଲକ୍ମନ୍କେ ଏ ଚିଟି ଲେକ୍ଲୁନି । ବାବା ପର୍ମେସର୍ ଆରି ମାପ୍ରୁ ଜିସୁକିରିସ୍ଟ ଜିବନ୍ ଦୁକାଇଲା ସାନ୍ତି ତମ୍କେ ମିଲ । Gade chapit la |
ପଚେ ପେରିତ୍ ସିସ୍ମନ୍, ମଣ୍ଡଲିର୍ ପାର୍ଚିନ୍ମନ୍, ଆରି ସବୁ ମଣ୍ଡଲିର୍ ବାଇମନ୍ ରୁଣ୍ଡ୍ଲାଇ । ସେମନ୍ ରାଜିଅଇରଇବା କାତା ଆନ୍ଟିଅକର୍ ବିସ୍ବାସିମନ୍କେ ଜାନାଇବାକେ ପାଉଲ୍ ଆରି ବର୍ନବା ସଙ୍ଗ୍ ଜିବାକେ କେତେଲକ୍କେ ବାଚ୍ଲାଇ । ବର୍ସବା ନାଉଁର୍ ଜିଉଦା ଆରି ସିଲାକେ ବାଚ୍ଲାଇ । ଏ ଦୁଇଲକ୍କେ ସବୁ ବିସ୍ବାସିମନ୍ ସନ୍ମାନ୍ ଦେଇତେରଇଲାଇ ।