୧ ତେସଲନିକିୟ 2:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 ଜିଉଦିମନ୍ ମାପ୍ରୁ ଜିସୁକେ ଆରି ବବିସତ୍ବକ୍ତାମନ୍କେ ମରାଇରଇଲାଇ ଆରି ଆମ୍କେ ମିସା ଦୁକ୍ କସ୍ଟ ଦେଇରଇଲାଇ । ସେମନର୍ଟାନେ ପର୍ମେସର୍ ସାନ୍ତି ନାଇ । ସେମନ୍ ସବୁ ମୁନୁସ୍ଜାତିର୍ ସତ୍ରୁ । Gade chapit la |
ଏ ଜିରୁସାଲାମ୍, ଏ ଜିରୁସାଲାମ୍, ତୁଇ ବବିସତ୍ବକ୍ତାମନ୍କେ ମରାଇଲୁସ୍ନି ଆରି ପର୍ମେସର୍ ପାଟାଇରଇଲା କବର୍ ଆନୁମନ୍କେ ପାକ୍ନା ମାରି ମରାଇଲୁସ୍ନି । ମାଇ କୁକ୍ଡା ତାର୍ ଟିଅଁମନ୍କେ ଡେନା ବିତ୍ରେ ଦାରି ଅଲଣ୍ଡ୍ଲାପାରା, ତର୍ ଲକ୍ମନ୍କେ ମୁଇ ପାଟାଲି ରକିଆ କର୍ବାକେ କେତେ କେତେ ତର୍ ଚେସ୍ଟା କଲି । ମାତର୍ ମକେ ସେନ୍ତାରି କର୍ବାକେ ଦେଉସ୍ ନାଇ ।
ମୁଇ ଜିବାବେଲେ ବାଟେ, ମର୍ ମୁଆଟେ କେତେକ୍ କେତେକ୍ ବିପଦ୍ ଆଇଲା । ଜେନ୍ତିକି, ବନିଆର୍ ବିପଦେ, ଚର୍ମନର୍ ବିପଦେ, ମର୍ ଜିଉଦି ବାଇମନର୍ ବିପଦେ, ଜିଉଦି ନ ଅଇଲା ଲକ୍ମନର୍ ବିପଦେ, ସଅରେ ଅଇରଇବା ବିପଦେ, କିନରା ଜାଗା ମନର୍ ବିପଦେ, ଡଙ୍ଗରର୍ ଜଁତ୍ ଜିଆଦ୍ ମନର୍ ବିପଦେ, ସମ୍ଦୁରେ ବନିଆ ଆଇଲାବେଲର୍ ବିପଦେ ଆରି କିରିସ୍ଟର୍ ବିସ୍ବାସିମନ୍ ବଲି ନାଡାଇ ଅଇରଇବା ଲକ୍ମନର୍ ବିପଦେ ।