1 ସାରାସାରିପଚେ ଆମେ ଦୁକ୍ କସ୍ଟ ମୁର୍ଚି ନାପାରିକରି ଆତିନେସ୍ତେଇ କାର୍ ସଙ୍ଗ୍ ନ ମିସିକରି ଜିଉନାକାଉନା କରୁବଲି, କାତା ଅଇଲୁ ।
ପାଉଲ୍କେ ଡାକିନେବା ଲକ୍ମନ୍, ତାର୍ ସଙ୍ଗ୍ ଆତେନସ୍ ଜାକ ଗାଲାଇ । ତେଇଅନି ସେମନ୍ ବେରିଆଇ ବାଉଡି ଆସି, ସିଲା ଆରି ତିମତିକେ କଇଲାଇ, “ତମ୍କେ ପାଉଲ୍ ବେଗି ମିସ୍ବାକେ କବର୍ ପାଟାଇ ଆଦେସ୍ ଦେଲାଆଚେ ।”
ଏଟାର୍ପାଇ ତମର୍ ବିସଇ ନାଜାନିକରି ମୁଇ ରଇ ନାପାର୍ଲି । ତମେ ବିସ୍ବାସେ ଆଚାସ୍ କି ନାଇ ଚିନ୍ତାକରି ମୁଇ ତିମତିକେ ପାଟାଇଲି । ଏଟାର୍ପାଇ ବଲି କେଡେବେଲେ ସଇତାନ୍ ତମ୍କେ ପରିକା କରି ଆମେ ଆବଡ୍ ଅଇ କଲାଟା ଚୁଚାଇ ଜାଇସି ବଲି ଡର୍ତେ ରଇଲି ।
ଏ ବାଇବଇନିମନ୍ ଜେଡେବେଲେ ଆମେ ଚନେକର୍ପାଇ ତମର୍ଟାନେଅନି ବିନେ ଅଇଜାଇରଇଲୁ, ସେଟା ଗାଗଡ୍ ଇସାବେ । ମାତର୍ ଆମର୍ ମନ୍ ବିତ୍ରେ ତମେ ସବୁବେଲେ ବାସାଅଇରଇଲାସ୍ । ତମ୍କେ ଏତାଇ ଏତାଇ କରି ବେସି ଚିନ୍ତା କର୍ତେରଇଲୁ । ପଚେ ଆରିତରେକ୍ ତମ୍କେ ଦେକ୍ବାକେ ଚେସ୍ଟା କର୍ତେରଇଲୁ ।
ମାତର୍ ଆମର୍ ବାଇ ତିତସ୍କେ ବେଟ୍ ନ ଅଇଲି ଜେ ମର୍ ମନେ ମନେ ବେସି ଚିନ୍ତା ରଇଗାଲା । ତେବର୍ ପାଇ ମୁଇ ତେଇର୍ ଲକ୍ମନ୍କେ ଗାଲିନିବେ ବଲି ତେଇଅନି ମାକିଦନିଆଇ ଉଟିଗାଲି ।
ସିଲା ଆରି ତିମତିକେ ଆତେନେସ୍ତେଇ ଜାଗି ରଇଲା ବେଲେ, ଗଡ୍ଜାକର୍ ଲକ୍ ପୁଜା କର୍ବା ଦେବ୍ତାମନର୍ ମୁର୍ତିମନ୍ ଦେକି, ପାଉଲର୍ ମନ୍ ବେସି ଉଡୁକ୍ଦୁଡୁକ୍ ଅଇଗାଲା ।