୧ ତେସଲନିକିୟ 5:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 ଜାଗର୍ତା, କେ ମିସା କାର୍ଆଲେ ଅନିଆଇର୍ ବାଦୁଲେ ଅନିଆଇ ନ କରା । ତାର୍ ବାଦୁଲେ ନିଜର୍ ନିଜର୍ ବିତ୍ରେ ଆରି ସବୁଲକର୍ ପାଇ ସବୁବେଲେ ମଙ୍ଗଲ୍ କର୍ବାକେ ଚେସ୍ଟା କରା । Gade chapit la |
ମୁଇ ତାକେ ଜୁଆର୍ କର୍ବି ବଲି ତାର୍ ଗଡେ ଡାଣ୍ଡାସନ୍ ପଡ୍ଲି, ମାତର୍ ସେ ମକେ କଇଲା, “ନିଚୁ, ମୁଇ ଆରି ତର୍ ସଙ୍ଗର୍ ବିସ୍ବାସି ବାଇମନ୍ ଜେତ୍କି ଲକ୍ ଆମେ ସବୁ ଜିସୁ ଜାନାଇରଇବା ସତ୍ ଦାରିଆଚୁ, ଆମେ ସବୁ ଅବ୍କା ଦାଙ୍ଗ୍ଡାମନ୍, ପର୍ମେସର୍କେ ଜୁଆର୍ କରା । କାଇକେବଇଲେ ଜିସୁ ଜନ୍ ସତ୍ ଜାନାଇଆଚେ, ସେଟାସେ ବବିସତ୍ ବକ୍ତାମନ୍କେ କାତାଅଇବାକେ ବପୁଦେଲାଆଚେ ।”