୧ମ ତିମତି 1:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ବେବିଚାର୍ କାମ୍ କରି ପାପ୍ କର୍ବାଇ, ମୁନୁସ୍ମୁନୁସ୍ ବିତ୍ରେ ଆରି ମାଇଜିମାଇଜି ବିତ୍ରେ ବେବିଚାର୍ କାମ୍ କର୍ବା ଲକ୍ମନର୍ପାଇ, ଗତିଦାଙ୍ଗ୍ଡା ଇସାବେ ଲକ୍ମନ୍କେ ବିକ୍ବା ସାଉକାର୍ ମନର୍ପାଇ, ଜନ୍ ଲକ୍ ସତ୍ କଅତ୍ନାଇ, ସତ୍ସେ କଇବି ବଲି କାତା ଦେଇରଇକରି ମିଚ୍ କଇବା ଲକ୍ମନର୍ପାଇ ଆରି ପର୍ମେସରର୍ ବିସଇଟାନେ ରଇବା ସତ୍ ସିକିଆ ବିରୁଦେ ଜେତ୍କି ସବୁ କାତା ଉଟ୍ସି, ସେ ସବୁର୍ପାଇ । Gade chapit la |
ସଦମ୍ ଗମ୍ରା ଆରି ତାର୍ ଚାରିବେଟ୍ତି ରଇବା ନଅର୍ମନର୍ ବିସଇ ଏତାଇଦେକା । ନ ଲିବ୍ବା ଜଇଟାନେ ଡଣ୍ଡ୍ ଇସାବେ ସେମନ୍ ଜେତ୍କି ଦୁକ୍ କସ୍ଟ ପାଇଲାଇ, ସେଟା ସବୁଲକର୍ପାଇ ଗଟେକ୍ ଜାଗ୍ରତ୍ ଅଇରଇବା ବିସଇ । ସେମନ୍ ଅବ୍କା ପାଦ୍ରା ପାଦ୍ରି କାମ୍ସେ କରତ୍ନାଇ ମାତର୍ ମନସ୍ ମନସ୍ ବିତ୍ରେ ମାଇଜି ମାଇଜି ବିତ୍ରେ ବେସିଆ କାମ୍ କର୍ତେ ରଇଲାଇ ।
ମାତର୍ ଜେ ମର୍ସଙ୍ଗ୍ ଆଇବାକେ ଡର୍ବାଇ, ଆରି ବିସ୍ବାସ୍ ନ କରତ୍, ଜାର୍ ଚଲାଚଲ୍ତି କାରାପ୍, ଜେ କି ନର୍ମାରୁମନ୍ ଆଚତ୍, ଜନ୍ ଲକ୍ମନ୍ କାରାପ୍ ରିତିନିତି ଅବିଆସ୍ କର୍ବାଇ, ଜନ୍ଲକ୍ମନ୍ ମଁତର୍ ଜଁତର୍ କର୍ବାଇ ଆରି ଜନ୍ ଲକ୍ମନ୍ ମିଚ୍ ଦେବ୍ତାମନ୍କେ ଜୁଆର୍ କର୍ବାଇ, ଆରି ଜେତ୍କି ସବୁ ମିଚୁଆମନ୍ ରଇବାଇ, ତାକର୍ ସେସର୍ ବେଲା ଏନ୍ତାରି ଅଇସି । ସେମନ୍କେ ଲାଗ୍ତେରଇବା ଗନ୍ଦ୍ଟାନେ ପିଙ୍ଗା ଅଇସି । ସେଟା ଅଇଲାନି ପଚର୍ ମରନ୍ ।
ସଇତାନ୍ ଅଇଲାନି ତମର୍ ବାବା । ଆରି ତମେ ସେ କର୍ବା କାରାପ୍ କାମ୍ମନ୍ କର୍ବାକେ ମନ୍ କଲାସ୍ନି । ସେ ଆଗ୍ତୁଅନି ଲକ୍ମନ୍କେ ନସ୍ଟ କଲାନି, ଆରି ସେ ସତ୍ ବିସଇ ଗିନ୍ କଲାନି । ତାର୍ତେଇ ସତ୍ ବିସଇ ନାଇ । ଜେଡେବେଲା ସେ ମିଚ୍ କଇଲାନି, ସେବେଲା ସେ ନିଜର୍ ଗୁନ୍ ଚଲନ୍ଅନି ସେନ୍ତି କଇଲାନି । କାଇକେ ବଇଲେ ସେ ମିଚ୍ କଇବା ଲକ୍, ଆରି ମିଚ୍ କଇବା ଲକ୍ମନର୍ ବାବା ।