୧ମ ତିମତି 1:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ସେମନ୍ ଟଣ୍ଡେ ପାନ୍ଦି କାତା କଇବାଇ ଆରି ଆଗ୍ତୁର୍ ଆନିଦାଦିମନର୍ କୁଟୁମର୍ କାତା ତିଆର୍ କର୍ବାଟା ଚାଡାବଲି ତିଆରା । ଲକ୍ମନ୍କେ ଏନ୍ତାରି ସିକିଆ ଦେଇତେରଇଲେ ଲକ୍ମନ୍ ତେଇ ଦଦାପେଲା ଅଇବାଇ । ବିସ୍ବାସ୍ ମାନିକରି ଜନ୍କାମ୍ ପର୍ମେସର୍ ସେମନ୍କେ କରତ୍ ବଲି ମନ୍ କଲାନି, ସେଟା ସେମନ୍ କରତ୍ ନାଇ । Gade chapit la |
ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”
ମୁଇ ପାଉଲ୍, ଏ ଚିଟି ଲେକ୍ଲିନି । ମୁଇ ପର୍ମେସର୍କେ ସେବାକରି ଜିସୁକିରିସ୍ଟର୍ ଗଟେକ୍ ପେରିତ୍ ଅଇଆଚି । ଜନ୍ ଲକ୍ମନ୍କେ ତାର୍ଟାନେ ଡାଟ୍ ସଙ୍ଗ୍ ବିସ୍ବାସ୍ କର୍ବାକେ ପର୍ମେସର୍ ବାଚ୍ଲା ଆଚେ, ଆରି ସେମନ୍ ଜେନ୍ତିକି ଜିସୁକିରିସ୍ଟର୍ ନିକ ସିକିଆ ବୁଜ୍ବାଇ, ସେନ୍ତାରି ଲକ୍ମନ୍କେ ସାଇଜ କର୍ବାକେ ମୁଇ ବାଚିଅଇଆଚି । ଏ ସିକିଆ ନିକସଙ୍ଗ୍ ଜାନ୍ଲେ, ପର୍ମେସର୍କେ ସାର୍ଦା କରାଇବା ପାରା ଚଲାଚଲ୍ତି କର୍ବାକେ ସେମନ୍ ସିକ୍ବାଇ ।
ବାଇମନ୍ ଆମେ ବଡ୍ପନ୍ ଅଇକରି କଇବା ଗଟେକ୍ କାତା ଆଚେ । ସେଟା ଆମେ ସତ୍ ବଲି ଜାନ୍ଲୁନି ଆରି ସେଟା ଅଇଲାନି, । ସବୁଲକର୍ଟାନେ ଆରି, ତମର୍ଟାନେ ମିସା ଆମର୍ ଚଲାଚଲ୍ତି ସୁକଲ୍ ଆରି ଦରମ୍ ଆଚେ । ଏଟା ଆମର୍ ବିବେକ୍ ସାକି ଦେଲାନି । ଲକ୍ମନର୍ ଗିଆନ୍ ଇସାବେ ଆମେ କରୁନାଇ, ମାତର୍ ପର୍ମେସରର୍ ଜିବନ୍ ଦୁକାଇଲା ବପୁର୍ ସଙ୍ଗ୍ ଏ ସବୁଜାକ କଲୁନି ।