୧ମ ତିମତି 5:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 ଜଦି କନ୍ଆଲେ ମାଇଜି କିରିସ୍ଟକେ ବିସ୍ବାସ୍ କର୍ସି, ଆରି ତାର୍ କୁଟୁମେ ରାଣ୍ଡିମାଇଜିମନ୍ ରଇବାଇ, ସେ ଆକା ସେମନ୍କେ ସାଇଜ କର୍ବାର୍ ଆଚେ । ବିନ୍ ବିସ୍ବାସିମନ୍ ସେ ଦାଇତ୍ ନେଇ କରତ୍ ବଲି ସେ ଆସା କର୍ବାର୍ ନାଇ । ଏଟା ଜେନ୍ତାରିକି ଜାକେ ଆକାସାକା ନ ରଅତ୍ ସେମନ୍କେ ବିସ୍ବାସିମନ୍ ଜତନ୍ କରିପାରତ୍ । Gade chapit la |
ବିନ୍ ଲକ୍ ଦେକ୍ବା ଇସାବେ, ସେ ବେସି ଦରମ୍ ଅଇ, ବିନ୍ ଲକ୍କେ ସାଇଜ କର୍ବାର୍ ଆଚେ । ଜେନ୍ତାରି କି ନିଜର୍ ପିଲାମନ୍କେ ନିକ ସଙ୍ଗ୍ ବଡାଇରଇସି, ଆଇଲା ଲକ୍ମନ୍କେ ଗତିଆ ଇସାବେ ଡାକ୍ସି, ପର୍ମେସରର୍ ସୁକଲ୍ ଲକ୍ମନର୍ ଗଡ୍ ଦଇଦେଇସି, ଦୁକ୍ କସ୍ଟେ ରଇବା ଲକ୍ମନ୍କେ ସାଇଜ କର୍ସି, ଲକ୍ମନ୍କେ ସାଇଜ କର୍ବାକେ ବିନ୍ ବିନ୍ କାମ୍ କର୍ତେରଇସି ।