୨ୟ କରନ୍ତିୟ 1:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ଏବେ ଆମେ ଜାଇଟା କଲୁନି, ସେ ବିସଇ ତମେ ଅଲପ୍ ଅଲପ୍ ବୁଜ୍ଲାସ୍ନି । ମାତର୍ ମୁଇ ଆସା କଲିନି, ସେଟା ତମେ ପୁରାପୁରୁନ୍ ବୁଜି ପାର୍ସା । ଜେନ୍ତାରି କି, ଆମର୍ ମାପ୍ରୁ ଜିସୁ ବାଉଡ୍ଲା ଦିନେ, ତମେ ଆମର୍ ଲାଗି ସାର୍ଦା କର୍ସା, ସେନ୍ତାରିସେ ଆମେ ମିସା ତମର୍ଲାଗି ସାର୍ଦା କର୍ବୁ । Gade chapit la |
ଏ ବାଇବଇନିମନ୍, ଏ ବିସଇଟାନେ ଗଟେକ୍ ଲୁଚିରଇଲା ସତ୍ ତମେ ବୁଜା ବଲି ମୁଇ ମନ୍ କଲିନି । ଆମେ ଜିଉଦିମନର୍ ଟାନେଅନି ବଡ୍ ଆଚୁ ବଲି ତମେ ବଡ୍ପନ୍ ନ ଅଇବାକେ, ଏଟା ତମ୍କେ ବୁଜାଇଲିନି । ଜିଉଦିମନର୍ କାତା ନ ମାନ୍ବାଟା, ବେସିଦିନ୍ ଜାକ ନ ରଏ । ମାତର୍ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍କେ ପର୍ମେସର୍ ବାଚ୍ଲାଆଚେ, ସେମନ୍ ବିସ୍ବାସ୍ କର୍ବାଜାକ ସେଟା ରଇସି ।